Advertisment

ଜନ୍ମଦିନରେ କୋହଲିଙ୍କ 'ବିରାଟ' ରେକର୍ଡ

ଜନ୍ମଦିନରେ ବିରାଟଙ୍କ 'ବିରାଟ' କୀର୍ତ୍ତିମାନ। ଦିନିକିଆ କ୍ରିକେଟରେ ନୂଆ ଅଧ୍ୟାୟ ସୃଷ୍ଟି କରିଛନ୍ତି ବିରାଟ କୋହଲି। ଯେଉଁ ଇଡେନ ଗାର୍ଡେନ୍ସରେ କ୍ୟାରିଅରର ପ୍ରଥମ ଶତକ ହାସଲ କରିଥିଲେ ଆଜି ସେହି ଷ୍ଟାଡିୟମରେ ୪୯ମ ଶତକ କରିଛନ୍ତି ବିରାଟ।

Advertisment

ଜନ୍ମଦିନରେ ବିରାଟଙ୍କ 'ବିରାଟ' କୀର୍ତ୍ତିମାନ। ଦିନିକିଆ କ୍ରିକେଟରେ ନୂଆ ଅଧ୍ୟାୟ ସୃଷ୍ଟି କରିଛନ୍ତି ବିରାଟ କୋହଲି। ଯେଉଁ ଇଡେନ ଗାର୍ଡେନ୍ସରେ କ୍ୟାରିଅରର ପ୍ରଥମ ଶତକ ହାସଲ କରିଥିଲେ ଆଜି ସେହି ଷ୍ଟାଡିୟମରେ ୪୯ମ ଶତକ କରିଛନ୍ତି ବିରାଟ। ଏହି ସଫଳତା ସହ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ସର୍ବକାଳୀନ ଦିନିକିଆ ଶତକ ରେକର୍ଡର ସମକକ୍ଷ ହୋଇ ପାରିଛନ୍ତି ରନ ମେସିନ ବିରାଟ କୋହଲି । 

Advertisment
Virat Kohli ICC Men’s Cricket World Cup 2023
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe