Advertisment

ଅଧା ରହିଗଲା ଭାରତର ବିଶ୍ୱକପ ଜିତିବା ସ୍ୱପ୍ନ

ଚାରିଆଡ଼େ କେବଳ ନିରାଶ ହିଁ ନିରାଶ। ଶୂନଶାନ ହେଲା ପୂରା ଭାରତ। ଅଧା ରହିଗଲା ଭାରତର ବିଶ୍ୱକପ ଜିତିବା ସ୍ୱପ୍ନ।

author-image
Manoj Swain

ଚାରିଆଡ଼େ କେବଳ ନିରାଶ ହିଁ ନିରାଶ। ଶୂନଶାନ ହେଲା ପୂରା ଭାରତ। ଅଧା ରହିଗଲା ଭାରତର ବିଶ୍ୱକପ ଜିତିବା ସ୍ୱପ୍ନ। ଅନେକ ଆଶା ଓ ୧୪୦ କୋଟି ଭାରତୀୟଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ରୋହିତ ଶର୍ମା ଆଣ୍ତ କୋ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମକୁ ଓହ୍ଲାଇଥିଲେ। ହେଲେ ଟ୍ରାଭିସ ହେଡ୍‌ ଭାରତର ସବୁ ସ୍ୱପ୍ନକୁ ଭାଙ୍ଗି ଚୂରମାର କରି ଦେଇଛନ୍ତି। ସେ ବିଶ୍ୱକପର ଫାଇନାଲରେ ଚମତ୍କାର ଶତକ ହାସଲ କରି ଅଷ୍ଟ୍ରେଲିଆକୁ ୬ଷ୍ଠ ଥର ପାଇଁ ବିଶ୍ୱ ବିଜେତା କରିଛନ୍ତି।

Advertisment
ICC Men’s Cricket World Cup 2023 CWC 2023 World Cup 2023 Final