Advertisment

IPL ଇତିହାସରେ ସବୁଠାରୁ ମହଙ୍ଗା ଖେଳାଳି ମିଚେଲ ଷ୍ଟାର୍କ

ଆଇପିଏଲ ଇତିହାସରେ ନୂଆ ତଥା ଐତିହାସିକ ରେକର୍ଡ କରିଛନ୍ତି ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ।

Advertisment

ଆଇପିଏଲ ଇତିହାସରେ ନୂଆ ତଥା ଐତିହାସିକ ରେକର୍ଡ କରିଛନ୍ତି ଅଷ୍ଟ୍ରେଲିଆର ଦ୍ରୁତ ବୋଲର ମିଚେଲ ଷ୍ଟାର୍କ। ତାଙ୍କୁ କୋଲକାତା ନାଇଟ ରାଇଡର୍ସ ୨୪.୭୫ କୋଟି ଟଙ୍କାରେ କିଣିଛି। ଷ୍ଟାର୍କ ଆଇପିଏଲ ଇତିହାସରେ ସବୁଠାରୁ ମହଙ୍ଗା ଖେଳାଳି ବନିଛନ୍ତି। ତାଙ୍କ ପୂର୍ବରୁ ଅଷ୍ଟ୍ରେଲିଆର ଅଧିନାୟକ ପାଟ କମିନ୍ସ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ବନିଥିଲେ।

Advertisment
IPL Mitchell Starc
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe