‘ଅବସର ନେବା ପାଇଁ ଏହା ଉପଯୁକ୍ତ ସମୟ’ | Odisha Reporter
ଟିମ୍ ଇଣ୍ଡିଆ ବିଶ୍ୱକପ୍ ଜିତିବା ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି । ଟି-ଟ୍ୱେଣ୍ଟି ବିଶ୍ୱକପ୍ ଚାମ୍ପିୟନ ହେବା ପରେ ରୋହିତ ଶର୍ମା କହିଥିଲେ, ବିଦାୟ ନେବା ପାଇଁ ଏହାଠାରୁ ବଡ଼ ଅବସର ଆଉ କ’ଣ ହୋଇପାରେ। ମୁଁ ଏହି ଟ୍ରଫି ଜିତିବା ପାଇଁ ଖୁବ୍ ବ୍ୟଗ୍ର ଥିଲି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
