Advertisment

ଅନ୍ତର୍ଜାତୀୟ ଟି-୨୦ରୁ ଅବସର ଘୋଷଣା କଲେ ରୋହିତ ଶର୍ମା

ବିଶ୍ୱକପ୍ ଟ୍ରଫି ଜିତିବା ପରେ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ଅବସର ନେଲେ ରୋହିତ ଶର୍ମା ।

ଅଦ୍ୟତନ ହୋଇଛି
Advertisment

ଟିମ୍ ଇଣ୍ଡିଆ ବିଶ୍ୱକପ୍‌ ଜିତିବା ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି । ଟି-ଟ୍ୱେଣ୍ଟି ବିଶ୍ୱକପ୍ ଚାମ୍ପିୟନ ହେବା ପରେ ରୋହିତ ଶର୍ମା କହିଥିଲେ, ବିଦାୟ ନେବା ପାଇଁ ଏହାଠାରୁ ବଡ଼ ଅବସର ଆଉ କ’ଣ ହୋଇପାରେ। ମୁଁ ଏହି ଟ୍ରଫି ଜିତିବା ପାଇଁ ଖୁବ୍ ବ୍ୟଗ୍ର ଥିଲି। 

Advertisment
Rohit Sharma T 20 World Cup
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe