ବିଶ୍ୱକପ୍ ବିଜେତା ଭାରତୀୟ ଖେଳାଳିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ଟି-ଟ୍ୱେଣ୍ଟି ବିଶ୍ୱକପ ଟ୍ରଫି ସହ ପ୍ରଧାନମନ୍ତ୍ରୀ ମୋଦି ଓ ଟିମ ଇଣ୍ଡିଆ ଖେଳାଳି ।

Manoj Swain
  • Published: Thursday, 04 July 2024
  • Updated: 04 July 2024, 03:37 PM IST

Sports

Latest News

ସ୍ୱଦେଶ ଫେରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱବିଜେତା ଟିମ୍ ଇଣ୍ଡିଆ ଖେଳାଳି। ଏହି ଅବସରରେ ଟି-ଟ୍ୱେଣ୍ଟି ବିଶ୍ୱକପ୍ ବିଜେତା ଭାରତୀୟ ଟିମକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos