ସିନିୟର ନିରାଶ କରିଥିଲେ, ଜୁନିୟର ଆଶା ଦେଲେ | Odisha Reporter
ଅଣ୍ଡର ୧୯ ବିଶ୍ୱକପ ଫାଇନାଲରେ ଭାରତ। ଗତକାଲି ଦକ୍ଷିଣ ଆଫ୍ରିକାକୁ ତା’ରି ମାଟିରେ ମାତ ଦେଇ ଭାରତ ନବମ ଥର ପାଇଁ ଅଣ୍ଡର ୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ସେମି ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ୨ ୱିକେଟରେ ଦକ୍ଷିଣ ଆଫ୍ରିକାକୁ ହରାଇଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ ହରାଇ ୨୪୪ ରନ କରିଥିଲା। ୨୪୫ ରନର ଟାର୍ଗେଟ ପାଇଥିବା ଭାରତ ୭ ବଲ ପୂର୍ବରୁ ବିଜୟ ହାସଲ କରିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
