ଟି-୨୦ ବିଶ୍ୱକପ: ପୁଣି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ

ପୁଣି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ। ନ୍ୟୁୟର୍କରେ ଦୁଇ ଚୀରପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଲଢ଼େଇ ହେବ। ଜୁନ ୯ରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।

Manoj Swain
  • Published: Friday, 05 January 2024
  • Updated: 05 January 2024, 12:30 PM IST

Sports

Latest News

ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପରେ ପୁଣି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ। ନ୍ୟୁୟର୍କରେ ଦୁଇ ଚୀରପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଲଢ଼େଇ ହେବ। ଜୁନ ୯ରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ସେହିପରି ଭାରତ ତା’ର ଟି-୨୦ ବିଶ୍ୱକପ ଅଭିଯାନ ଆୟର୍ଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ରୁ ଆରମ୍ଭ କରିବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos