Advertisment

ଟି-୨୦ ବିଶ୍ୱକପ: ପୁଣି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ

ପୁଣି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ। ନ୍ୟୁୟର୍କରେ ଦୁଇ ଚୀରପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଲଢ଼େଇ ହେବ। ଜୁନ ୯ରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।

Advertisment

ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପରେ ପୁଣି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ। ନ୍ୟୁୟର୍କରେ ଦୁଇ ଚୀରପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଲଢ଼େଇ ହେବ। ଜୁନ ୯ରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ସେହିପରି ଭାରତ ତା’ର ଟି-୨୦ ବିଶ୍ୱକପ ଅଭିଯାନ ଆୟର୍ଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ରୁ ଆରମ୍ଭ କରିବ। 

Advertisment
India Vs Pakistan T 20 World Cup
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe