ଟି-୨୦ରେ ବିଶ୍ୱର ପ୍ରଥମ ବ୍ୟାଟର ଭାବେ ଏହି ରେକର୍ଡ କଲେ ବିରାଟ

ଆଡିଲେଡ: ଚଳିତ ବିଶ୍ୱକପରେ ଆଜି ୪ର୍ଥ ଅର୍ଦ୍ଧଶତକ ହାସଲ କରିଥିବା ଟିମ ଇଣ୍ଡିଆର ବିରାଟ କୋହଲି ନୂଆ ରେକର୍ଡ କରିଛନ୍ତି। ସେ ଟି-୨୦ ଅନ୍ତର୍ଜାତୀୟରେ ପ୍ରଥମ ବ୍ୟାଟର ଭାବେ ୪ ହଜାର ରନ ପୂରଣ କରିଛନ୍ତି। ଆଡିଲେଡ ଓଭାଲରେ ଖେଳା ଯାଉଥିବା ଟି-୨୦ ବିଶ୍ୱକପର ଦ୍ୱିତୀୟ ସେମି ଫାଇନାଲରେ ବିରାଟ ଏହି ରେକର୍ଡର ଅଧିକାରୀ ହୋଇଛନ୍ତି। ଏହାପୂର୍ବରୁ ବିରାଟ ଟି-୨୦ ବିଶ୍ୱକପରେ ସର୍ବାଧିକ ରନ ହାସଲକାରୀ କ୍ରିକେଟର ବନିଥିଲେ। ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ସେ ଶ୍ରୀଲଙ୍କାର କିମ୍ବଦନ୍ତୀ […]

Virat1

Virat1

Hemant Lenka
  • Published: Thursday, 10 November 2022
  • Updated: 10 November 2022, 03:39 PM IST

Sports

Latest News

ଆଡିଲେଡ: ଚଳିତ ବିଶ୍ୱକପରେ ଆଜି ୪ର୍ଥ ଅର୍ଦ୍ଧଶତକ ହାସଲ କରିଥିବା ଟିମ ଇଣ୍ଡିଆର ବିରାଟ କୋହଲି ନୂଆ ରେକର୍ଡ କରିଛନ୍ତି। ସେ ଟି-୨୦ ଅନ୍ତର୍ଜାତୀୟରେ ପ୍ରଥମ ବ୍ୟାଟର ଭାବେ ୪ ହଜାର ରନ ପୂରଣ କରିଛନ୍ତି। ଆଡିଲେଡ ଓଭାଲରେ ଖେଳା ଯାଉଥିବା ଟି-୨୦ ବିଶ୍ୱକପର ଦ୍ୱିତୀୟ ସେମି ଫାଇନାଲରେ ବିରାଟ ଏହି ରେକର୍ଡର ଅଧିକାରୀ ହୋଇଛନ୍ତି।

ଏହାପୂର୍ବରୁ ବିରାଟ ଟି-୨୦ ବିଶ୍ୱକପରେ ସର୍ବାଧିକ ରନ ହାସଲକାରୀ କ୍ରିକେଟର ବନିଥିଲେ। ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ସେ ଶ୍ରୀଲଙ୍କାର କିମ୍ବଦନ୍ତୀ କ୍ରିକେଟର ମାହେଲା ଜୟବର୍ଦ୍ଧନଙ୍କ ୧୦୧୬ ରନକୁ ଅତିକ୍ରମ କରିଥିଲେ। ଏବେ ବିରାଟ ଟି-୨୦ ବିଶ୍ୱକପରେ ୧୧ଶହରୁ ଅଧିକ ରନ କରି ସାରିଲେଣି। ଆଜି ମ୍ୟାଚ୍ ଆରମ୍ଭରୁ ବିରାଟ ୪ ହଜାର ରନ ମାଇଲ ଖୁଣ୍ଟ ଠାରୁ ୪୨ ରନ ପଛରେ ଥିଲେ। ଆଜି ସେ ଭାରତୀୟ ଇନିଂସର ୧୫ତମ ଓଭରରେ ଲିଆମ ଲିଭଙ୍ଗଷ୍ଟୋନଙ୍କୁ ଚୌକା ମାରି ୪ ହଜାର କ୍ଲବରେ ପ୍ରଥମ ବ୍ୟାଟର ଭାବେ ପ୍ରବେଶ କରିଛନ୍ତି।

ଏବେ ସୁଦ୍ଧା ବିରାଟ ଟି-୨୦ରେ ୪୦୦୮ ରନ କରିଛନ୍ତି। ଆଜି ସେ ୪୦ ବଲରେ ୫୦ ରନ କରି ଆଉଟ ହୋଇଛନ୍ତି। ଏହାବାଦ ଆଜି ବିରାଟ ଟି-୨୦ ଅନ୍ତର୍ଜାତୀୟରେ ୧୦୦ ଚୌକା ମାରିବାର ରେକର୍ଡ ମଧ୍ୟ କରିଛନ୍ତି।

ଅନ୍ୟପକ୍ଷରେ ବିରାଟ କୋହଲି ବିଶ୍ୱର ଏକମାତ୍ର କ୍ରିକେଟର ଯିଏ ଦୁଇ ଥର ବିଶ୍ୱକପରେ ମ୍ୟାନ ଅଫ ଦି ସିରିଜ ପୁରସ୍କାର ଜିତିଛନ୍ତି। ସେ ୨୦୧୪ ଓ ୨୦୧୬ରେ ପ୍ଲେୟାର ଅଫ ଦି ସିରିଜ୍‌ ପୁରସ୍କାର ପାଇଥିଲେ। ଚଳିତ ବିଶ୍ୱକପରେ ମଧ୍ୟ କୋହଲି ଏଯାଏ ସର୍ବାଧିକ ରନ ହାସଲକାରୀ କ୍ରିକେଟର ରହିଛନ୍ତି। ତାଙ୍କୁ ପଛକୁ ସୂର୍ଯ୍ୟ କୁମାର ଯାଦବ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story