ଶେଷ ଓଭର କେତେ ଚ୍ୟାଲେଞ୍ଜିଂ ଥିଲା ? | Odisha Reporter
୨୦୨୪ ଟି-୨୦ ବିଶ୍ୱକପ ଚାମ୍ପିୟନ ହୋଇଛି ଭାରତ। ବିଶ୍ୱକପ୍ ବିଜୟ ପରେ ଚାରିଆଡେ ଉତ୍ସବ। ଏହା କେବଳ ଟିମ୍ ଇଣ୍ଡିଆ ନୁହେଁ, ପୂରା ଭାରତ ପାଇଁ ଆଣି ଦେଇଛି ଖୁସି। ୨୦୨୪ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଚାମ୍ପିୟନ ହୋଇଛି । ଶେଷ ଓଭରରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ହରାଇଛି ଭାରତ । ତେବେ ଶେଷ ଓଭରରେ ବୋଲିଂ କରିବା କେତେ ଚ୍ୟାଲେଞ୍ଜିଂ ଥିଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ, ଏନେଇ ସେ କଣ କହିଛନ୍ତି ଶୁଣନ୍ତୁ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
