Advertisment

ଆମ ହାତରେ ବିଶ୍ୱକପ୍

ଭାରତ ବନିଛି ଟି-୨୦ ବିଶ୍ୱକପ ଚାମ୍ପିୟନ। ଶେଷ ଓଭରରେ ଦକ୍ଷିଣ ଆଫ୍ରିକାକୁ ହରାଇ ୭ ରନରେ ହରାଇ ଭାରତ ବିଶ୍ୱ ବିଜେତା ବନିଛି। ୨୦୦୭ରେ ଭାରତ ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ଭାରତ ଟି-୨୦ ବିଶ୍ୱକପ ଜିତିଥିଲା। ୨୦୨୪ରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ପୁଣି ଚାମ୍ପିୟନ ହୋଇଛି। ବାର୍ବାଡସରେ ଇତିହାସ ରଚିଛି ଟିମ ଇଣ୍ଡିଆ।

World Cup

World Cup

Advertisment
T 20 World Cup
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe