ଟସ୍‌ ଜିତି ଦିଲ୍ଲୀର ବୋଲିଂ ନିଷ୍ପତ୍ତି

ଜୟପୁର: ଆଇପିଏଲ୍‌ର ୪୦ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଭ୍ରମଣକାରୀ ଦିଲ୍ଲୀର ଅଧିନାୟକ ଶ୍ରେୟସ ଆୟର ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ରାଜସ୍ଥାନ ଗତ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଥିଲା। ସେହିପରି ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟ ପଞ୍ଜାବକୁ ହରାଇଛି। ତେଣୁ ଉଭୟ ଦଳ ମ୍ୟାଚ୍‌ ଜିତିବାକୁ ଲକ୍ଷ୍ୟ ରଖିବେ। ରାଜସ୍ଥାନ ତା’ର ଚୂଡ଼ାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରିନାହିଁ। କିନ୍ତୁ ଦିଲ୍ଲୀ କ୍ୟାପଟିଲାସ ସନ୍ଦୀପ ଲାମିଚାନେଙ୍କ […]

swq

Hemant Lenka
  • Published: Monday, 22 April 2019
  • , Updated: 22 April 2019, 07:51 PM IST

ଜୟପୁର: ଆଇପିଏଲ୍‌ର ୪୦ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଭ୍ରମଣକାରୀ ଦିଲ୍ଲୀର ଅଧିନାୟକ ଶ୍ରେୟସ ଆୟର ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି।

ରାଜସ୍ଥାନ ଗତ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଥିଲା। ସେହିପରି ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟ ପଞ୍ଜାବକୁ ହରାଇଛି। ତେଣୁ ଉଭୟ ଦଳ ମ୍ୟାଚ୍‌ ଜିତିବାକୁ ଲକ୍ଷ୍ୟ ରଖିବେ। ରାଜସ୍ଥାନ ତା’ର ଚୂଡ଼ାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରିନାହିଁ। କିନ୍ତୁ ଦିଲ୍ଲୀ କ୍ୟାପଟିଲାସ ସନ୍ଦୀପ ଲାମିଚାନେଙ୍କ ବଦଳରେ କ୍ରିସ୍ ମୋରିସଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରିଛି।

Related story