ତୃତୀୟ ଟେଷ୍ଟରୁ ଧାୱନ ବାଦ୍

sikharକୋଲକାତା: ଅକ୍ଟୋବର ୮ ତାରିଖରୁ ଇନ୍ଦୋରରେ ଆରମ୍ଭ ହେବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରୁ ବାଦ୍ ପଡ଼ିଛନ୍ତି ଓପନର ଶିଖର ଧାୱନ। ତାଙ୍କ ବାମ ହାତର ବୁଢ଼ା ଆଙ୍ଗୁଠିରେ ଆଘାତ ଲଗିବା କାରଣରୁ ତାଙ୍କୁ ଟିମ୍‌ରୁ ବାଦ୍ ଦିଆଯାଇଛି। ଦ୍ୱିତୀୟ ଟେଷ୍ଟର ବ୍ୟାଟିଂ କରିବା ବେଳେ ତାଙ୍କର ଏହି ଆଙ୍ଗୁଠିରେ ଦୁଇ ଥର ବଲ୍ ବାଜି ଥିଲା। ଫଳରେ ତାହା ସାମାନ୍ୟ ଫ୍ରାକ୍ଚର ହୋଇଥିବା ଜଣାପଡ଼ିଛି। ତାଙ୍କୁ ଗତକାଲି ଡାକ୍ତରଖାନା ନିଆଯାଇଥିଲା। ତାଙ୍କୁ ଡାକ୍ତର ୧୫ ଦିନ ବିଶ୍ରାମ ନେବା ପାଇଁ ପରାମର୍ଶ ଦେଇଛନ୍ତି।

କୋଲକାତାରେ ଖେଳା ଯାଇଥିବା ଦ୍ୱିତୀୟ ଟେଷ୍ଟରେ ଶିଖରଙ୍କ ବ୍ୟାଟ୍‌ରୁ ଭଲ ରନ୍ ବାହାରି ନ ଥିଲା। ପ୍ରଥମ ଇନିଂସରେ ସେ ୧ ରନ୍ କରିଥିବା ବେଳେ ଦ୍ୱିତୀୟ ଇନିଂସରେ ୧୭ ରନ୍ କରିଥିଲେ।

ଆହୁରି ପଢ଼ନ୍ତୁ

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି

ଷ୍ଟାର ଖେଳାଳିଙ୍କୁ ୧୦ ମାସ ହେଲା ଦରମା ଦେଇନି ବିସିସିଆଇ

ଆଇପିଏଲର ମୁଖ୍ୟ ସ୍ପୋନସର ‘ଭିଭୋ’କୁ ନେଇ ନିଷ୍ପତ୍ତି ନେଲା ବିସିସିଆଇ