ଭୁବନେଶ୍ୱର: ଆସନ୍ତା ବିଶ୍ୱକପ ପାଇଁ ଭାରତୀୟ ଟିମ୍ ଏବେଠୁ ପ୍ରସ୍ତୁତି ଆରମ୍ଭ କରିବାରେ ଲାଗିପଡିଲାଣି। ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ଠାରୁ ଫାଇନାଲ ମ୍ୟାଚ୍ରେ ନୈରାଶ୍ୟଜନକ ପରାଜୟ ପରେ ଟିମ୍ ଇଣ୍ଡିଆର ଚେତା ପସିଛି। ଯେଉଁଭଳି ଭାବେ ଟିମ୍ ଇଣ୍ଡିଆର ସିନିୟର ଖେଳାଳିଙ୍କ ପ୍ରଦର୍ଶନ ଦିନକୁ ଦିନ ଖରାପ ହେବାରେ ଲାଗିଛି ଏହାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି ମୁଖ୍ୟ ଚୟନକର୍ତ୍ତା ଏମ୍ଏସ୍କେ ପ୍ରସାଦ।
ପ୍ରସାଦ କହିଛନ୍ତି- “୨୦୧୯ ବିଶ୍ୱକପ ପୂର୍ବରୁ ସିନିୟର ପ୍ଲେୟାର ଧୋନୀ ଏବଂ ଯୁବରାଜ ସିଂଙ୍କ ଉପରେ ନିଷ୍ପତ୍ତି ନିଆଯିବ। କାରଣ ଦୀର୍ଘଦିନ ଧରି ଏହି ଦୁଇ ସିନିୟର ଖେଳାଳିଙ୍କ ପ୍ରଦର୍ଶନ ଆଶାଜନକ ରହିନାହିଁ। ଫଳରେ ଏତେ ବଡ ଟୁର୍ଣ୍ଣାମେଣ୍ଟକୁ ଯିବା ପୂର୍ବରୁ ଟିମ୍ ଇଣ୍ଡିଆକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଯିବାକୁ ପଡିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।