ମୁମ୍ବାଇ: ଭାରତୀୟ କ୍ରିକେଟର ଘରୋଇ ସିଜିନ୍ ଆସନ୍ତା ସେପ୍ଟେମ୍ବରରୁ ଆରମ୍ଭ ହେବାକୁ ଯାଉଥିବା ବେଳେ ଏଥର ଏକ ନୂଆ କଥା ଦେଖିବାକୁ ମିଳିବ। ପ୍ରଥମ ଥର ପାଇଁ ଦଲୀପ ଟ୍ରଫି ଫ୍ଲଡ୍ ଲାଇଟ୍ରେ ଖେଳାଯିବ। ଏଥିରେ ଗୋଲାପୀ ବଲ୍ ବ୍ୟବହାର କରାଯିବ।
ଆଗାମୀ ଘରୋଇ ସିଜିନ୍ରେ ମୋଟ ୯୧୮ଟି ମ୍ୟାଚ୍ ଖେଳାଯିବ। ରଣଜୀ ଟ୍ରଫି, ବିଜୟ ହଜାରେ ଟ୍ରଫି, ମୁସ୍ତାକ ଅଲ୍ଲୀ ଟ୍ରଫି, ଦେଓଧର ଟ୍ରଫି, ଇରାନୀ କପ୍, ମହିଳା କ୍ରିକେଟ୍ ଓ ବିଭିନ୍ନ ବୟସ ବର୍ଗର ମ୍ୟାଚ୍ଗୁଡ଼ିକ ଏଥିରେ ଅନ୍ତର୍ଭୁକ୍ତ। ୨୦୧୬ରୁ ସେପ୍ଟେମ୍ବରରୁ ୨୦୧୭ ମାର୍ଚ୍ଚ ମାସ ମଧ୍ୟରେ ମୋଟ ୧୮୮୨ଟି ଖେଳ ଦିବସ ରହିଛି।
ଏଥର ଛତିଶଗଡ଼ ପ୍ରଥମ ଥର ପାଇଁ ରଣଜୀ ଟ୍ରଫି ଖେଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।
Crime
ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ
ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି ଲୁଚି କରିଥିଲା ବିବାହ। ଧରାପଡ଼ିଯିବା ଭୟରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ।
National
NIA ପଞ୍ଝାରେ ରାୱଣ୍ଡାରେ ଗିରଫ ହୋଇଥିବା କୁଖ୍ୟାତ ଲସ୍କର ଆତଙ୍କବାଦୀ
ରାୱଣ୍ଡା ତଦନ୍ତକାରୀ ବ୍ୟୁରୋ(ଆରଆଇବି), ଇଣ୍ଟରପୋଲ ଓ ନ୍ୟାଶନାଲ ସେଣ୍ଟ୍ରାଲ ବ୍ୟୁରୋ(ଏନସିବି)ର ମିଳିତ ଉଦ୍ୟମରେ ସଲମାନକୁ ଗତକାଲି ରାୱଣ୍ଡାର ରାଜଧାନୀ କିଗାଲିକୁ ଗିରଫ କରାଯାଇଥିଲା।
National
ବଦଳିଲା ମମତାଙ୍କ ସ୍ୱର: କହିଲେ- ଆମେ କେନ୍ଦ୍ର ସହ ଅଛୁ
ସବୁ ପ୍ରସଙ୍ଗରେ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସ୍ୱର ହଠାତ ବଦଳିଛି।
National
ମୁଖ୍ୟମନ୍ତ୍ରୀ ପଦ ବଦଳରେ ଏକନାଥଙ୍କୁ ମିଳିବ ତିନୋଟି ମନ୍ତ୍ରଣାଳୟ!
ମିଳିଥିବା ସୂତ୍ରରୁ ସୂଚନା ଅନୁସାରେ ଏକନାଥ ସିନ୍ଦେଙ୍କୁ ନଗର ଉନ୍ନୟନ ମନ୍ତ୍ରଣାଳୟ, ଜନସମ୍ପର୍କ ମନ୍ତ୍ରଣାଳୟ ଏବଂ ଜଳ ସମ୍ପଦ ମନ୍ତ୍ରଣାଳୟ ଦେଇପାରନ୍ତି କେନ୍ଦ୍ର ସରକାର।