ନୂଆଦିଲ୍ଲୀ: ଏସିଆନ୍ ଗେମ୍ସରେ ନୌଚଳନାରେ ଆଜି ବ୍ରୋଞ୍ଜ୍ ପଦକ ଜିତିଥିବା ଦୁଷ୍ୟନ୍ତ ଚୌହାନ୍ ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି। ପଦକ ନେଇ ପୋଡିୟମରୁ ଫେରୁଥିବା ବେଳେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଷ୍ଟ୍ରେଚର ଯୋଗେ ସେଠାରୁ ଚିକିତ୍ସା ପାଇଁ ନିଆଯାଇଥିଲା।
ଦୁଷ୍ୟନ୍ତଙ୍କର ରକ୍ତଚାପ ବଢ଼ି ଯାଇଥିବା ଜଣାପଡ଼ିଛି।
[caption id="attachment_267134" align="alignnone" width="750"] photo credit- twitter[/caption]
ଆଜି ସେ ନୌଚାଳନାର ପୁରୁଷ ଲାଇଟ୍ୱେଟ୍ ସିଙ୍ଗଲ୍ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିଲେ।
ସୂଚନାଯୋଗ୍ୟ, ଦୁଷ୍ୟନ୍ତ ୨୦୧୪ ଏସିଆନ୍ ଗେମ୍ସରେ ନୌଚାଳାନାରେ କାଂସ୍ୟ ପଦକ ଜିତିଥିଲେ।
ଆହୁରି ପଢ଼ନ୍ତୁ: ନୌଚାଳନାରେ ଭାରତକୁ ଗୋଟିଏ ସ୍ୱର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ୍
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଳ୍ପକେ ବର୍ତ୍ତିଲେ ଶିଶୁ, ହେଲିକପ୍ଚର ରାଇଡ୍ ଚାଲିଥିବା ସମୟରେ ଖୋଲିଗଲା ଡୋର୍
ମେଳାରେ ଛୋଟ ପିଲାଙ୍କ ପାଇଁ ଉର୍ଦ୍ଧିଷ୍ଟ ଥିବା ହେଲିକପ୍ଚର ରାଇଡ ଚାଲିଥିବା ସମୟରେ ଖୋଲିଗଲା ଡୋର୍।
National
ନିର୍ବାଚନ ପୂର୍ବରୁ ଫାଟ, 'ଇଣ୍ଡି ବ୍ଲକ୍'ରୁ କଂଗ୍ରେସକୁ ଆଉଟ୍ କରିବାକୁ ଚାହୁଁଛି ଆପ୍
ଦିଲ୍ଲୀ ନିର୍ବଚନ ପୂର୍ବରୁ ଆମ୍ ଆଦମୀ ପାର୍ଟି ଇଣ୍ଡିଆ ମେଣ୍ଟରୁ କଂଗ୍ରେସକୁ ବାହାର କରିବାକୁ ଚାହୁଁଛି। ଏଥିପାଇଁ ସେ ଅନ୍ୟ ଦଳ ସହ କଥା ହେବ।
National
୨୦୨୩-୨୪ ବର୍ଷରେ ବି ବିଜେପି ମାଲେମାଲ, ପାଇଛି ୨,୨୪୪ କୋଟି ଚାନ୍ଦା
୨୦୨୩-୨୪ ବର୍ଷରେ ବିଜେପି ସର୍ବାଧିକ ୨,୨୪୪ କୋଟି ଟଙ୍କା ପାଇଥିବାବେଳେ ପୂର୍ବତନ ତେଲେଙ୍ଗାନା ସିଏମ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସ ଦ୍ୱିତୀୟ ସ୍ଥାନରେ ରହିଛି।
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।