ଭୁବନେଶ୍ୱର: ଏସୀୟ ଦୌଡ଼କୁଦରେ ଭାରତ ପାଇଁ ବ୍ରୋଞ୍ଜ ଜିତିଲେ ଓଡ଼ିଆ ଆଥଲେଟ୍ ଦୂତୀ ଚାନ୍ଦ। ମହିଳା ୧୦୦ ମିଟର ଦୌଡ଼ରେ ଦୂତୀ ଏହି ସଫଳତା ହାସଲ କରିଛନ୍ତି। ୧୧.୫୨ସେକେଣ୍ଡରେ ଦୂତୀ ଏହି ସଫଳତା ପାଇଛନ୍ତି। ଦୂତୀଙ୍କ ଏହି ସଫଳତାରେ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ବ୍ରୋଞ୍ଜ ଜିତିବା ପରେ ନିଜ ପ୍ରତିକ୍ରିୟାରେ ଦୂତି କହିଛନ୍ତି ବର୍ଷା ଯୋଗୁଁ ଆଶାଜନକ ପ୍ରଦର୍ଶନ ହୋଇପାରିଲାନି ତଥାବି ପ୍ରଦର୍ଶନକୁ ନେଇ ଖୁସି ଅଛି। ଅନ୍ୟପଟେ ଏସିଆନ୍ ଆଥଲେଟିକ୍ ଚାମ୍ପିୟନସିପ୍ ଦ୍ୱିତୀୟ ଦିନରେ ଭାରତୀୟ ଆଥଲେଟ୍ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଭାରତ ଆଜି ୪ଟି ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୨ଟି ବ୍ରୋଞ୍ଜ ପଦକ ସହ ମୋଟ ୮ଟି ପଦକ ହାସଲ କରିଛି। ଏଥିସହ ୬ ସ୍ୱର୍ଣ୍ଣ ସହ ଭାରତର ମୋଟ ପଦକ ସଂଖ୍ୟା ୧୫ରେ ପହଞ୍ଚିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।