ଦ୍ୱିତୀୟ ଟେଷ୍ଟ: ବର୍ଷା ଯୋଗୁ ଅଟକିଲା ଖେଳ, ପାକିସ୍ତାନ ୮୫/୨

ସାଉଥାମ୍ପଟନ: ପ୍ରଥମ ଟେଷ୍ଟକୁ ନାଟକୀୟ ଢଙ୍ଗରେ ଜିତିଥିବା ଘରୋଇ ଇଂଲଣ୍ଡ ଆଜି ପାକିସ୍ତାନ ବିପକ୍ଷରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ମଇଦାନକୁ ଓହ୍ଲାଇଛି।

ଦ୍ୱିତୀୟ ଟେଷ୍ଟରେ ପାକିସ୍ତାନ ଅଧିନାୟକ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ବର୍ଷା ଯୋଗୁ ଖେଳ ବନ୍ଦ ହେବା ବେଳକୁ ପାକିସ୍ତାନ ତା’ର ପ୍ରଥମ ଇନିଂସରେ ୨ ୱିକେଟ ହରାଇ ୮୫ ରନ୍‌ କରିଛି।

ପ୍ରଥମ ଟେଷ୍ଟରେ ଦମଦାର ଶତକ ହାସଲ କରିଥିବା ଶାନ ମାସୁଦ ମାତ୍ର ୧ ରନ୍ କରିଥିବା ବେଳେ ଅଧିନାୟକ ଆଝାର ଅଲୀ ୨୦ ରନ୍ କରି ପ୍ୟାଭିଲିୟନ ଫେରିଛନ୍ତି। ଉଭୟଙ୍କ ୱିକେଟ ଜେମ୍ସ ଆଣ୍ଡରସନ ଦଖଲ କରିଛନ୍ତି।

ବର୍ଷା ହେବା ବେଳକୁ ପ୍ରଥମ ଦିନରେ ୩୩.୫ ଓଭର ଖେଳ ହୋଇଥିଲା। ଏହି ସମୟରେ ଓପନର ଆବିଦ ଅଲୀ ୪୯ ଓ ଭରସାଯୋଗ୍ୟ ବାବର ଆଜମ ୭ ରନ୍‌ କରି ଅପରାଜିତ ରହିଛନ୍ତି।

ଆହୁରି ପଢ଼ନ୍ତୁ

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ସଫା, ଯବାନ ଆହତ

ସଞ୍ଜୟ ରାଉତ-ଫଡନାଭିସ ଆଲୋଚନାର ଇଫେକ୍ଟ: ଉଦ୍ଧବ ଓ ଶରଦ ପାୱାରଙ୍କ ରୁଦ୍ଧଦ୍ୱାର ବୈଠକ

କୋଇଲା ଖଣିରେ ଭୟଙ୍କର ଦୁର୍ଘଟଣା: ୧୬ ମୃତ

ନାବାଳିକା ଭଉଣୀକୁ ୮ ବର୍ଷ ଧରି ଦୁଷ୍କର୍ମ କରୁଥିଲା ଭାଇ, ଆଉ ମା’…

ଆତଙ୍କୀ କାର୍ଯ୍ୟକଳାପର କେନ୍ଦ୍ରସ୍ଥଳ ପାଲଟିଛି ବେଙ୍ଗାଲୁରୁ: ବିଜେପି ସାଂସଦ

ପାୟଲଙ୍କ ଚେତାବନୀ: ଅନୁରାଗଙ୍କୁ ଗିରଫ ନ କଲେ…

ଦୁବାଇ ଓ ବ୍ରିଟେନରୁ ଆସିଥିବା ଲୋକଙ୍କ ପାଇଁ ଭାରତରେ ବଢ଼ିଥିଲା କରୋନା!

ନୀତୀଶ କୁମାରଙ୍କ ଦଳରେ ମିଶିଲେ ଗୁପ୍ତେଶ୍ୱର ପାଣ୍ଡେ

ଚୋରା ଚାଲାଣର ପର୍ଦ୍ଦାଫାସ: ୩ କୋଟି ଟଙ୍କାର ହାତ ଘଣ୍ଟା ଜବତ

ରବି କିଶନଙ୍କୁ ମିଳୁଛି ହତ୍ୟା ଧମକ!

ଉମା ଭାରତୀ କରୋନାରେ ଆକ୍ରାନ୍ତ

ଦିନକରେ ୮୮,୬୦୦ ଆକ୍ରାନ୍ତ, ୯୨ ହଜାର ସୁସ୍ଥ