ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଫିଫା ଅଣ୍ଡର-17 ବିଶ୍ୱକପର ମୁକଟ ପିନ୍ଧିଲା ଇଂଲଣ୍ଡ। ପ୍ରଥମ ଥର ପାଇଁ ଭାରତରେ ଆୟୋଜିତ ହେଉଥିବା ଏହି ପ୍ରତିଯୋଗିତାରେ ଫାଇନାଲରେ ପହଞ୍ଚିଥିଲା ଇଂଲଣ୍ଡ ଓ ସ୍ପେନ୍। ହେଲେ ଶକ୍ତିଶାଳୀ ସ୍ପେନ୍କୁ ୫-୨ ଗୋଲରେ ପରାସ୍ତ କରି ବିଶ୍ୱ ଚାମ୍ପିୟନ ହୋଇଛି ଇଂଲଣ୍ଡ। ପ୍ରଥମଥର ପାଇଁ ଏହି ମୁକୁଟ ପିନ୍ଧିବାରେ ସୌଭାଗ୍ୟ ଅର୍ଜନ କରିଛି ଇଂଲଣ୍ଡ। ୬ ଅକ୍ଟୋବର ଠାରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଆଜି ଥିଲା ଫାଇନାଲ ମ୍ୟାଚ୍। ଏହି ଫାଇନାଲ ମ୍ୟାଚ୍ଟି କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମରେ ଖେଳାଯାଉଥିଲା। ଏହି ମ୍ୟାଚ୍ ପାଇଁ ଆଜି ଖଚାଖଚ୍ ଥିଲା ଷ୍ଟାଡିୟମ। ପ୍ରଥମରୁ ଆଜି ଆକ୍ରାମଣତ୍ମକ ଖେଳ ଜାରି ରଖି ସ୍ପେନ୍ ଲଗାତର ୨ଟି ଗୋଲ ଦେଇ ଇଂଲଣ୍ଡ ଉପରେ ଚାପ ସୃଷ୍ଟି କରିଥିଲା। ହେଲେ ପରେ ଇଂଲଣ୍ଡ ଆକର୍ଷଣୀୟ ପ୍ରଦର୍ଶନ କରି କମ୍ବ୍ୟାକ୍ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଚା’ ବିକାଳିର ‘ନିଆଁ ଗୁଜବ’ ଯୋଗୁ କେମିତି ଚାଲି ଗଲା ୧୩ ଜଣଙ୍କ ଜୀବନ?
କିନ୍ତୁ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଗୁଜବ କିଏ ପ୍ରଚାର କରିଥିଲା? କାହିଁକି ଟ୍ରେନର ଚେନ୍ ପୁଲ୍ ହେବା ପରେ କିଛି ଲୋକ ନିକଟସ୍ଥ ଟ୍ରାକକୁ ଡିଆଁ ମାରିଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।
Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ
Politics
ନୀତୀଶ କୁମାର ଓ ବିଜେପି: କେନ୍ଦ୍ରରେ କୋଳାକୋଳି, ମଣିପୁରରେ କଳି!
ବିଜେପି ୨୦୨୪ ସାଧାରଣ ନିର୍ବାଚନରେ ଏକାକୀ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୨୭୨ ହାସଲ କରିପାରି ନାହିଁ।
Entertainment
ଆକ୍ରମଣକାରୀକୁ ରୁମ୍ରେ ଲକ କରିଦେଇଥିଲେ ଆହତ ସୈଫ ଅଲୀ ଖାନ, କିନ୍ତୁ କେମିତି ଖସିଗଲା?
ଶେହଜାଦ ପ୍ରଥମେ ମୁମ୍ବାଇରୁ କୋଲକାତାର ହାୱଡା ଯିବାକୁ ଲକ୍ଷ୍ୟ ରଖିଥିଲା। ସେଠାରୁ ସେ ବାଂଲାଦେଶ ଯାଇଥାଆନ୍ତା।