ଲଣ୍ଡନ: ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ଐତିହାସିକ ଲର୍ଡ୍ସ ମଇଦାନରେ ଖେଳାଯିବାକୁଥିବା ଦ୍ୱିତୀୟ ଆଶେସ୍ ଟେଷ୍ଟର ପ୍ରଥମ ଦିବସ ଖେଳ ବର୍ଷା ଯୋଗୁ ଧୋଇ ହୋଇଯାଇଛି। ଏହି ମ୍ୟାଚ୍ ବୁଧବାର ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ବେଳେ ଆରମ୍ଭ ହେବାର ଥିଲା, କିନ୍ତୁ ବର୍ଷା କାରଣରୁ ଏହା ସମ୍ଭବ ହୋଇପାରିଲା ନାହିଁ।
ଏହା ପରେ ବର୍ଷା ନିୟମିତ ଲାଗି ରହିବାରୁ ପ୍ରଥମ ଦିନର ଖେଳକୁ ବାତିଲ କରିବାକୁ ଅମ୍ପାୟାର ନିଷ୍ପତ୍ତି ନେଇଥିଲେ। ଅମ୍ପାୟାର ସ୍ଥାନୀୟ ସମୟ ଅପରାହ୍ଣ ୩ଟା ବେଳେ ଟସ୍ କରିବାକୁ ନିଷ୍ପତ୍ତି ନେଇଥିଲେ, କିନ୍ତୁ ପୁନର୍ବାର ବର୍ଷା ଏଥିରେ ବାଧା ଦେଇଥିଲା।
ଆଶେସର ଡିଫେଣ୍ଡିଂ ବିଜେତା ଅଷ୍ଟ୍ରେଲିଆ ଏଜବାଷ୍ଟନରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ୍ ମ୍ୟାଚକୁ ୨୫୧ ରନରେ ଜିତି ସିରିଜରେ ୧-୦ରେ ଆଗୁଆ ରହିଛି। ଇଂଲଣ୍ଡ ପକ୍ଷରୁ ସର୍ବାଧିକ ୱିକେଟ୍ ନେଇଥିବା ଜେମ୍ସ ଆଣ୍ଡରସନ୍ ଆହତ କାରଣରୁ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାନ୍ତି। ତାଙ୍କ ସ୍ଥାନରେ ଜୋଫ୍ରା ଆର୍ଚର୍ ଟେଷ୍ଟ ଡେବ୍ୟୁ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୬ ଦିନିଆ ଆମେରିକା ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଶାସନକୁ ଫେରିବା ପରେ ଏହା କୌଣସି ଭାରତୀୟ ମନ୍ତ୍ରୀଙ୍କ ପ୍ରଥମ ଆମେରିକା ଗସ୍ତ। ଦ୍ୱିପାକ୍ଷିକ ସମ୍ପର୍କ ସହିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ହେବ ଆଲୋଚନା।
National
ବଢ଼ିଲା ଅଲ୍ଲୁ ଅର୍ଜୁନଙ୍କ ଅଡ଼ୁଆ, ପୁଲିସ କଲା ସମନ
ଆସନ୍ତାକାଲି ଦିନ ୧୧ଟାରେ ଥାନାରେ ହାଜର ହେବାକୁ ତାଙ୍କୁ କୁହାଯାଇଛି।
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।