କଟକ (ଓଡ଼ିଶା ରିପୋର୍ଟର): ଆଗାମୀ ଡିସେମ୍ବରେ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁଥିବା ଦିନିକିଆ ମ୍ୟାଚ୍ ଉପରୁ ସସପେନ୍ସ ଉଠିଛି। 'ଫୋନି' ବାତ୍ୟାରେ ଷ୍ଟାଡିୟମରେ କ୍ଷତି ହୋଇଥିବା ଫ୍ଲଡଲାଇଟର କାମ ଆରମ୍ଭ ହୋଇଛି।
କଟକରେ ଆଜି କପିଲ୍ ଦେବଙ୍କ ଡେଭମସ୍କୋ କମ୍ପାନୀ ପହଞ୍ଚି ଫ୍ଲଡଲାଇଡ ଗୁଡ଼ିକ ତଦାରଖ କରିଛି। କେଉଁ ଖୁଣ୍ଟରେ କେତେ ବଲର ଆବଶ୍ୟକତା ରହିଛି ଏବଂ କେଉଁଠି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି, ତାହା ଦେଖିଛନ୍ତି କପିଲଙ୍କ ଡେଭମସ୍କୋ କମ୍ପାନୀ। ୧୫ଦିନ ଭିତରେ ଫ୍ଲଡଲାଇଡର ମରାମତି କାମ ଶେଷ ହେବ ବୋଲି କମ୍ପାନୀ କର୍ତ୍ତୃପକ୍ଷ କହିଛନ୍ତି।
'ଫୋନି' ବାତ୍ୟାରେ ବାରବାଟୀ ଷ୍ଟାଡିୟମର ଗ୍ୟାଲେରୀ, ପ୍ରେସ ବକ୍ସ ସହ ଫ୍ଲଡଲାଇଟ୍ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ତେଣୁ ଏତେ ମାତ୍ରାରେ କ୍ଷତିଗ୍ରସ୍ତ ହେବା ପରେ ବାରବାଟୀରେ ମ୍ୟାଚ୍ ହେବା ନେଇ ଆଶଙ୍କା ଦେଖା ଦେଇଥିଲା। କିନ୍ତୁ ଓଡ଼ିଶା କ୍ରିକେଟ୍ ଆସୋସିଏସନ (ଓସିଏ)ର ନୂଆ ସମ୍ପାଦକ ସଞ୍ଜୟ ବେହେରା, ବିସିସିଆଇର କର୍ତ୍ତୃପକ୍ଷ ଫ୍ଲଡଲାଇଟର ମରାମତି ନେଇ କପିଲଙ୍କ ସହ ଆଲୋଚନା ପରେ କାମ ଆରମ୍ଭ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।