ଡେଙ୍ଗୁରେ ଫୁଟ୍‌ବଲ୍‌ ଖେଳାଳିଙ୍କ ମୃତ୍ୟୁ

ବାରଣାସୀ: ୨୦୧୦ ସାଉଥ୍ ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ଭାରତୀୟ ଟିମ୍‌ର ପ୍ରତିନିଧିତ୍ୱ କରିଥିବା ଜଣେ ଫୁଟ୍‌ବଲ୍ ଖେଳାଳିଙ୍କର ଡେଙ୍ଗୁରେ ମୃତ୍ୟୁ ଘଟିଛି। ତାଙ୍କ ପୁନମ୍ (୨୯)। ଡେଙ୍ଗୁରେ ପୀଡ଼ିତ ପୁନମଙ୍କୁ ୭ ଦିନ ପୂର୍ବେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଗତକାଲି ତାଙ୍କର ମୃତ୍ୟୁ ହୋଇଥିଲା। ଆଜି ମାନିକର୍ଣ୍ଣିକା ଘାଟରେ ତାଙ୍କର ଶବସତ୍କାର କରାଯାଇଥିଲା। ତା’ପୂର୍ବରୁ ଆଜି ସକାଳେ ତାଙ୍କ ମୃତଦେହକୁ ଏକ ଶୋଭାଯାତ୍ରାରେ ବିବେକ ସିଂହ ମିନି ଷ୍ଟାଡିୟମ୍‌କୁ ଅଣାଯାଇଥିଲା। ସେଠାରେ ଅନେକ ଲୋକ ତାଙ୍କର ଶେଷ ଦର୍ଶନ କରିଥିଲେ।

ଆହୁରି ପଢ଼ନ୍ତୁ

ଧୋନିଙ୍କ ଭଳି ହେଲିକପ୍ଟର ଶଟ୍ ମାରି ଚର୍ଚ୍ଚାରେ ୭ ବର୍ଷର ପରୀ

ଦ୍ୱିତୀୟ ଟେଷ୍ଟ: ବର୍ଷା ଯୋଗୁ ଅଟକିଲା ଖେଳ, ପାକିସ୍ତାନ ୮୫/୨

ଧୋନିଙ୍କର ହେଲା କରୋନା ଟେଷ୍ଟ, ଜାଣନ୍ତୁ ରିପୋର୍ଟ କ’ଣ ଆସିଲା

ଆଇପିଏଲରେ ହେଲାନି ଚୟନ, ଆତ୍ମହତ୍ୟା କଲେ ‘ଜୁନିୟର ଡେଲ୍ ଷ୍ଟେନ୍’

ପୁରୁଷ ହକି ଟିମରେ ପଶିଲା କରୋନା

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ