ଚେନ୍ନାଇ: ପୂର୍ବତନ ଟିମ୍ ଇଣ୍ଡିଆର କ୍ରିକେଟର ଭିବି ଚନ୍ଦ୍ରଶେଖରଙ୍କର ୫୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ହୃଦଘାତର ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ତାଙ୍କ ଦୁଇ ଝିଅ ଓ ସ୍ତ୍ରୀଙ୍କ ସହ ରହୁଥିଲେ।
ଚନ୍ଦ୍ର ଶେଖର ଭିବି ନାମରେ ପରିଚିତ ଥିଲେ। ତାମିଲନାଡୁ ରଣଜୀ ଟିମ ପକ୍ଷରୁ ଖେଳି ସେ ଜାତୀୟ ଚୟନ କମିଟିର ଦୃଷ୍ଟି ଆକର୍ଷଣ କରିଥିଲେ। ସେ ୧୯୮୮ରୁ ୧୯୯୦ ମଧ୍ୟରେ ଟିମ୍ ଇଣ୍ଡିଆ ପାଇଁ ମଧ୍ୟ ଖେଳିଥିଲେ। ସେତେବେଳେ ସେ ତାମିଲନାଡୁ କ୍ରିକେଟର ଚେହେରା ଥିଲେ।
ତାମିଲନାଡୁର ଏହି ବ୍ୟାଟସମ୍ୟାନ୍ ଟିମ୍ ଇଣ୍ଡିଆ ପାଇଁ ଓପନିଂ କରୁଥିଲେ। ଭାରତ ପାଇଁ ସେ ୭ଟି ଦିନିକିଆ ଖେଳିଥିବା ବେଳେ ତାଙ୍କର ସର୍ବାଧିକ ବ୍ୟକ୍ତିଗତ ସ୍କୋର ୫୩ ଥିଲା। କ୍ରିକେଟରୁ ଅବସର ନେବା ପରେ ସେ କୋଚ୍, କମେଣ୍ଟେଟର ଭାବେ ସକ୍ରିୟ ଥିଲେ। ଆଇପିଏଲ ଟିମ୍ ଚେନ୍ନାଇ ସୁପର କିଙ୍ଗସର ମ୍ୟାନେଜର ଭାବେ ମଧ୍ୟ ସେ ତିନି ବର୍ଷ କାର୍ଯ୍ୟ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Politics
ଇସ୍ତଫା ଦେଲେ ହେମନ୍ତ ସୋରେନ, ନଭେମ୍ବର ୨୮ରେ ନେବେ ଶପଥ
ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ରଫା ଦେଲେ ହେମନ୍ତ ସୋରେନ।
Politics
ଆସନ୍ତାକାଲି ଶପଥ ନେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ!
ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଦାବି କରିଛି।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।