ପ୍ୟାରିସ: ଫ୍ରେଞ୍ଚ୍ ଓପନର ମହିଳା ଏକକ ବର୍ଗରେ ଚାମ୍ପିଅନ୍ ହୋଇଛନ୍ତି ସେରେନା ୱିଲିୟମ୍ସ। ଶନିବାର ଖେଳାଯାଇଥିବା ଫାଇନାଲ ମ୍ୟାଚରେ ସେ ସାଫାରୋଭାଙ୍କୁ ୬-୩,୬-୭ (୨/୭), ୬-୨ରେ ପରାସ୍ତ କରି ଚାମ୍ପିଅନ ହୋଇଛନ୍ତି। ଏହା ତାଙ୍କର ତୃତୀୟ ଫ୍ରେଞ୍ଚ୍ ଓପନ୍ ଟାଇଟଲ୍। ସେହିପରି ଆଜିର ଏହି ଟାଇଟଲ୍ ସହିତ ସେ ୨୦ଟି ଗ୍ରାଣ୍ଡ ସ୍ଲାମ୍ ଟାଇଟଲ ଜିତିଛନ୍ତି। ଷ୍ଟେଫି ଗ୍ରାଫ୍ ୨୨ଟି ଗ୍ରାଣ୍ଡ ସ୍ଲାମ ଟାଇଟଲ ଜିତିଥିଲ। ଆଉ ଏବେ ତାଙ୍କ ପଛକୁ ରହିଛନ୍ତି ସେରେନା। ଆଉ ତିନୋଟି ଗ୍ରାଣ୍ଡ ସ୍ଲାମ ଟାଇଟଲ୍ ଜିତିଲେ ସେ ଷ୍ଟେଫି ଗ୍ରାଫଙ୍କ ରେକର୍ଡକୁ ଅତିକ୍ରମ କରିଯିବେ।
ଅନ୍ୟପକ୍ଷରେର ଚେକ୍ ରିପବ୍ଲିକର ସାଫାରୋଭାଙ୍କର ଏହା ଥିଲା ପ୍ରଥମ ଗ୍ରାଣ୍ଡ ସ୍ଲାମ୍ ଫାଇନାଲରେ ଖେଳିବାର ଅନୁଭୁତି। ଆସନ୍ତାକାଲି ସେ ମହିଳା ଡବଲ୍ସର ଫାଇନାଲରେ ମଧ୍ୟ ଖେଳିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।