ଭୁବନେଶ୍ୱର: ‘ଗେଲ୍ ଦ ଫାଟେଷ୍ଟ ଇଣ୍ଡିଆନ’ କାର୍ଯ୍ୟକ୍ରମର ଏକ ଟିମରେ ଚୟନକର୍ତ୍ତା ଭାବେ ସ୍ଥାନ ପାଇଛନ୍ତି ଅଲିମ୍ପିଆନ୍ ଅନୁରାଧା ବିଶ୍ୱାଳ। ଟୋକିଓରେ ହେବାକୁ ଥିବା ୨୦୨୦ ଅଲିମ୍ପିକ୍ସ ପାଇଁ ତୃଣମୂଳସ୍ତରରୁ ଆଥଲେଟିକ୍ସ ଇଭେଣ୍ଟରେ ୧୨-୧୪ ବର୍ଷର ପ୍ରତିଭାକୁ ଚିହ୍ନଟ କରିବା ପାଇଁ ତାଙ୍କ ଟିମକୁ ଦାୟିତ୍ୱ ଦିଆଯାଇଛି।
ଏହି ଟିମ ଉଡନ୍ତା ଶିଖ୍ ମିଲଖା ସିଂହଙ୍କ ଅଧୀନରେ କାର୍ଯ୍ୟ କରିବ। ଏଥିରେ ଓଡ଼ିଶାର ଅନୁରାଧାଙ୍କ ସମେତ ଦୈଡ଼ରାଣୀ ପିଟି ଉଷା, ଲଙ୍ଗ ଜମ୍ପର ଅଞ୍ଜୁ ବବି ଜର୍ଜ ସ୍ଥାନ ପାଇଛନ୍ତି। ଅୟୋଜକ ଗେଲ୍ କମ୍ପାନୀ ୧୦୦ ମିଟର, ୨୦୦ ମିଟର, ୪୦୦ମିଟର ଦୌଡ଼ ଓ ଲଙ୍ଗ ଜମ୍ପରେ ଉତ୍କର୍ସ ହାସଲ କରିଥିବା ପ୍ରତିଭାଙ୍କୁ ଅଗ୍ରାଧିକାର ଦେବ। ଏଥିପାଇଁ ଗେଲ କମ୍ପାନୀ ପକ୍ଷରୁ ୧୧ଟି ସହର ଓ ୫୫ଟି ଜିଲ୍ଲାରେ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।