ଗେଲ୍ ୧୦ ବଲରୁ ୫୦ ମାରିବା ଉଚିତ୍: ଯୁବରାଜ ସିଂହ

ନୂଆଦିଲ୍ଲୀ: ବିଗବାସ ଲିଗ୍ ଟି-ଟ୍ୱେଣ୍ଟିରେ ୱେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ ଗେଲ ଦ୍ରୁତତମ ଅର୍ଦ୍ଧଶତକ (୧୨ ବଲରୁ ୫୦) ସଂଗ୍ରହ କରି ଯୁବରାଜଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି। ହେଲେ ଏହାକୁ ନେଇ ଭାରତର ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ ଟ୍ୱିଟରରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି, ଏଥର ନ ହେଲା ନାହିଁ ଆସନ୍ତା ଦିନରେ କାକା (କ୍ରିସ ଗେଲ) ୧୦ ବଲରୁ ୫୦ ମାରିବା ଉଚିତ। ସେହିପରି ଏବି ଡିଭିଲର ମଧ୍ୟ ୧୦ ବଲରୁ ୫୦ ମାରିବାର କ୍ଷମତା ରଖନ୍ତି ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ବିଗବାସ ଲିଗରେ ଗେଲ ୧୭ଟି ବଲରୁ ୭ଟି ଛକା ଓ ୨ଟି ଚୌକା ସହାୟତାରେ ୫୭ ରନ ସଂଗ୍ରହ କରିଥିଲେ।

ଆହୁରି ପଢ଼ନ୍ତୁ

ଆଇପିଏଲରେ ହେଲାନି ଚୟନ, ଆତ୍ମହତ୍ୟା କଲେ ‘ଜୁନିୟର ଡେଲ୍ ଷ୍ଟେନ୍’

ପୁରୁଷ ହକି ଟିମରେ ପଶିଲା କରୋନା

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ