ଏସୀୟ ସନ୍ତରଣରେ ୨ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ଜିତିଲେ ପ୍ରତ୍ୟାଶା

ଭୁବନେଶ୍ୱର: ଓଡ଼ିଆ ମହିଳା ସୁଇମ୍‌ର ପ୍ରତ୍ୟାଶା ରାୟ ବିଦେଶରେ ସଫଳତା ପାଇଛନ୍ତି। ଶ୍ରୀଲଙ୍କାର କଲମ୍ୱୋରେ ଚାଲିଥିବା ସାଉଥ୍‌ ଏସିଆନ୍‌ ଆକ୍ୱାଟିକ୍‌ ଚାମ୍ପିଅନ୍‌ସିପ୍‌ରେ ସେ ୪ ଗୁଣା ୧୦୦ ମେଡେଲ୍‌ ରିଲେ ଓ ୪ ଗୁଣା ୧୦୦ ମିକ୍ସଡ ରିଲେରେ ୨ଟି ସ୍ୱର୍ଣ୍ଣପଦକ ଜିତିଛନ୍ତି।

ଏହାସହ ୫୦ ମିଟର ବ୍ୟାକଷ୍ଟ୍ରୋକ୍‌ ଇଭେଣ୍ଟରେ ସେ ରୌପ୍ୟ ପଦକ ଜିତିଛନ୍ତି। ପ୍ରଥମ ଓଡ଼ିଆ ଭାବେ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ  ସେ ଏହି ପଦକ ଜିତିଛନ୍ତି।

ଆହୁରି ପଢ଼ନ୍ତୁ

୧୬ ତାରିଖରେ ପଡ଼ିଆକୁ ଫେରିବେ ମାହି!

ଆଇପିଏଲର ପ୍ରାୟୋଜକ ହେବ ବାବା ରାମଦେବଙ୍କ ‘ପତଞ୍ଜଳି’!

‘ଆମେ ୟେସ କହିଲୁ’: ଇନଷ୍ଟାଗ୍ରାମରେ ନିର୍ବନ୍ଧ ସମ୍ପର୍କରେ ଘୋଷଣା କଲେ ଚହଲ

ପାଣ୍ଡ୍ୟାଙ୍କ ପୁଅଙ୍କୁ ବଡ଼ ହେଲେ ଏମିତି ହେବାକୁ ପରାମର୍ଶ ଦେଲେ କେଏଲ ରାହୁଲ

୨୦୨୧ରେ ଭାରତରେ ହେବ ଟି-୨୦ ବିଶ୍ୱକପ, ୨୦୨୨ରେ ଅଷ୍ଟ୍ରେଲିଆ ପାଳି

ହକି ଟିମର ଅଧିନାୟକ ମନପ୍ରୀତ ସିଂହ ଓ ୩ ଖେଳାଳିଙ୍କୁ କରୋନା

ପଡ଼ିଆରେ ଜୋତା ବୋହିଲେ ପାକିସ୍ତାନର ପୂର୍ବତନ ଅଧିନାୟକ ସର୍ଫରାଜ

ଅନୱରଙ୍କ ପରେ ଇଂଲଣ୍ଡରେ ଶାନ ମାସୁଦ କଲେ ଏହି ରେକର୍ଡ

ଆଇପିଏଲ ପାଇଁ ଜାରି ହେଲା ଏସଓପି, ଜାଣନ୍ତୁ କ’ଣ ରହିଛି ନିୟମ

ଆଇପିଏଲରରୁ ହଟିଲା ଚାଇନିଜ କମ୍ପାନୀ ଭିଭୋ

ଦୁନିଆର ସବୁଠାରୁ ଦାମୀ କାର୍‌ କିଣିଲେ ରୋନାଲ୍ଡୋ, ଦାମ ଶୁଣିଲେ ହୋସ ଉଡ଼ିଯିବ

ପ୍ରତିଶୁଭେଚ୍ଛାରେ ଦୂତୀଙ୍କୁ ଏମିତି ଲେଖିଲେ ମୋଦି