ମୁମ୍ବାଇ: ଭାରତର ହରମୀତ ଦେଶାଇ ରବିବାର ଇଣ୍ଡୋନେସିଆର ବାଟାମରେ ଅନୁଷ୍ଠିତ ଆଇଟିଟିଏଫ୍ ଚ୍ୟାଲେଞ୍ଜର ଇଣ୍ଡୋନେସିଆ ଓପନ୍ ଟେବୁଲ୍ ଟେନିସ୍ ଟୁର୍ଣ୍ଣାମେଣ୍ଟର ଟାଇଟଲ୍ ଜିତିଛନ୍ତି। ଫାଇନାଲରେ ସେ ନିଜ ଦେଶର ଅମଲରାଜ ଆନ୍ଥୋନୀଙ୍କୁ ହରାଇ ଏହି ସଫଳତା ଅର୍ଜନ କରିଛନ୍ତି। ଅଲ୍ ଇଣ୍ଡିଆନ୍ ଫାଇନାଲରେ ବିଶ୍ୱର ୧୦୪ ନମ୍ବର ଖେଳାଳି ହରମୀତ ସଂଘର୍ଷପୂର୍ଣ୍ଣ ଫାଇନାଲରେ ଅମଲରାଜଙ୍କୁ ୧୧-୯, ୯-୧୧, ୧୧-୯, ୧୦-୧୨, ୧୧-୯ ଗେମରେ ହରାଇ ଟାଇଟଲ୍ ଜିତିଛନ୍ତି।
୨୦୧୯ରେ ହରମୀତଙ୍କର ଏହା ୨ୟ ଅନ୍ତର୍ଜାତୀୟ ଟାଇଟଲ୍। ହରମୀତ୍ ଓ ଅମଲରାଜ ଏହା ପୂର୍ବରୁ ପୁରୁଷ ଡବଲ୍ସ ସେମିଫାଇନାଲରେ ସ୍ଥାନ ହାସଲ କରିଥିଲେ। ଭାରତୀୟ ଯୋଡ଼ି ସେମିଡ଼ାଇନାଲରେ ମ୍ୟାନ୍ ହୋ କ୍ୱାନ୍ ଓ ସ୍ୟୁ ହାଙ୍ଗ ଲାମଙ୍କ ଯୋଡ଼ିଙ୍କଠାରୁ ୦-୩ (୭-୧୧, ୯-୧୧, ୯-୧୧)ରେ ପରାସ୍ତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୪ ଛୁଆ ଜନ୍ମ କରିବାକୁ ବ୍ରାହ୍ମଣ ଦମ୍ପତିଙ୍କୁ ଅଫର!
ସନାତନ ଧର୍ମକୁ ରକ୍ଷା କରିବାକୁ ହେଲେ ବ୍ରାହ୍ମଣ ଦମ୍ପତିଙ୍କୁ ୪ଟି ଲେଖାଏଁ ଛୁଆ ଜନ୍ମ କରିବା ବାଧ୍ୟତାମୂଳକ ବୋଲି କହିଛନ୍ତି 'ପର୍ଶୁରାମ କଲ୍ୟାଣ ବୋର୍ଡ'ର ଅଧ୍ୟକ୍ଷ। ମଧ୍ୟପ୍ରଦେଶରେ ବ୍ରାହ୍ମଣ ସମାଜ ସଂଗଠନ 'ପର୍ଶୁରାମ କଲ୍ୟାଣ ବୋର୍ଡ' ରାଜ୍ୟ ସରକାରଙ୍କ ଏକ ପ୍ରମୁଖ ବୋର୍ଡ।
National
୧୫ ତାରିଖରେ ହେବାକୁ ଥିବା UGC-NET ପରୀକ୍ଷା ସ୍ଥଗିତ
ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ନେଟ୍ ପରୀକ୍ଷା ସ୍ଥଗିତ ରଖାଯାଇଛି। ଖୁବଶୀଘ୍ର ନୂଆ ତାରିଖ ଘୋଷଣା କରାଯିବ।
Politics
ଆପ୍ ଉପରେ ବର୍ଷିଲେ ରାହୁଲ, କହିଲେ ମୋଦି-କେଜ୍ରିୱାଲ ସମାନ
ଦିଲ୍ଲୀ ନିର୍ବାଚନ ପାଇଁ ପ୍ରଚାରବେଳେ କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଓ କେଜ୍ରିୱାଲ ଉଭୟ କେବଳ ମିଛ ପ୍ରତିଶ୍ରୁତି ଦିଅନ୍ତି ବୋଲି କହିଲେ।
Events & Festivals
ମହାକୁମ୍ଭର ଶୁଭାରମ୍ଭ: ଦିନକରେ ଦେଢ଼ କୋଟିରୁ ଅଧିକ ଶ୍ରଦ୍ଧାଳୁଙ୍କ ଅମୃତ ସ୍ନାନ
ଖାଲି ସନାତନୀ ହିନ୍ଦୁ ନୁହଁନ୍ତି, ବହୁ ବିଦେଶୀ ମଧ୍ୟ ସଂଗମରେ ସ୍ନାନ କରି ପାଇଛନ୍ତି ଅନନ୍ୟ ଅନୁଭବ। ଖାତିର ନଥିଲା ହାଡ଼ଭଙ୍ଗା ଶୀତ ରାତିକୁ, ଖାତିର ନଥିଲା ମାଇଲ ମାଇଲ ବାଟ ଚାଲିବାର ପାଦ ଯନ୍ତ୍ରଣାକୁ।
Crime
ଖାଇବା ନେଇ ଆସିଥିଲେ ବାପା ମାଆ, ଦେଖିଲେ ହଷ୍ଟେଲରେ ଝୁଲୁଛି ପୁଅର ମୃତଦେହ
ଖଡ଼ଗପୁର ଆଇଆଇଟିରେ ଛାତ୍ର ଆତ୍ମହତ୍ୟା। ହଷ୍ଟେଲରେ ପୁଅକୁ ଭେଟିବାକୁ ଯାଇଥିବାବେଳେ ମୃତଦେହ ଝୁଲୁଥିବା ଦେଖିଲେ ବାପା ମାଆ।