ଭୁବନେଶ୍ୱର: ହକି ଇଣ୍ଡିଆ ଲିଗ୍ର ଚତୁର୍ଥ ସଂସ୍କରଣରେ ପ୍ରଥମ ଥର ପାଇଁ ଫାଇନାଲକୁ ଯାଇଛି କଳିଙ୍ଗ ଲାନସର୍ସ। ଶନିବାର ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ସେମି ଫାଇନାଲରେ କଳିଙ୍ଗ ଲାନସର୍ସ ଘରୋଇ ରାଞ୍ଚି ରେଜ୍କୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟ ସୁଦ୍ଧା ଉଭୟ ଦଳ ପରସ୍ପରକୁ ଦୁଇଟି ଲେଖାଏଁ ଗୋଲ ଦେଇଥିଲେ। ଫଳରେ ମ୍ୟାଚର ବିଜେତା ନିର୍ଦ୍ଧାରଣ କରିବା ଲାଗି ସୁଟ୍ ଆଉଟ୍ର ସାହାଯ୍ୟ ନିଆଯାଇଥିଲା। ଆଉ ଏଥିରେ ବିଜୟୀ ହୋଇଥିଲା କଳିଙ୍ଗ ଲାନସର୍ସ। ଫାଇନାଲରେ କଳିଙ୍ଗ ଲାନସର୍ସ ଓ ଜେପି ୱାରିୟର୍ସ ପଞ୍ଜାବକୁ ଭେଟିବ। ପ୍ରଥମ ସେମିଫାଇନାଲରେ ଦିଲ୍ଲୀ ୱେଭରାଇଡର୍ସକୁ ୧-୩ରେ ପରାସ୍ତ କରି ଫାଇନାଲକୁ ପ୍ରବେଶ କରିଛି ଜେପି ୱାରିୟର ପଞ୍ଜାବ। ଏହି ମ୍ୟାଚ ରାଞ୍ଚିରେ ଆସନ୍ତାକାଲି ସନ୍ଧ୍ୟା ୫ ଟା ୩୦ରେ ଖେଳାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।