ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହକି ଓ୍ୱାର୍ଡ ଲିଗ୍ ସେମିଫାଇନାଲକୁ ନେଇ ଦର୍ଶକଙ୍କ ମଧ୍ୟରେ କ୍ରେଜ। କ୍ୱାର୍ଟରଫାଇନାଲରେ ଦମଦାର ପ୍ରଦର୍ଶନ ପରେ ସକାଳୁସକାଳୁ ଟିକଟ ପାଇଁ କାଉଣ୍ଟରରେ ଲାଗିଥିଲା ଲମ୍ବା ଲାଇନ୍। ସମସ୍ତଙ୍କ ମୁହଁରେ ଗୋଟିଏ କଥା ଇଣ୍ଡିଆ ଜିତିବ।
ଲିଗ୍ ମ୍ୟାଚରେ ନୈରାଶ୍ୟ ଜନକ ପ୍ରଦର୍ଶନ ପରେ ସମସ୍ତଙ୍କ ନଜର ଥିଲା କ୍ୱାର୍ଟରଫାଇନାଲରେ ଟିମ୍ ଇଣ୍ଡିଆର ପ୍ରଦର୍ଶନ ଉପରେ। ତେବେ ଶକ୍ତିଶାଳୀ ବେଲଜିୟମ ବିରୋଧରେ ଲଗାତାର ଆକ୍ରମଣ ସହ ସଡନ୍ ଡେଥ୍ରେ ମାତ୍ ଦେଇ ଦର୍ଶକଙ୍କ ହୃଦୟକୁ ଜିତି ନେଇଥିଲେ ଭାରତୀୟ ଖେଳାଳି। ତାପରେ ଷ୍ଟାଡିୟମ ଭିତରେ ଏବଂ ବାହାରେ ଜମିଥିଲା ଦର୍ଶକଙ୍କ ସେଲିବ୍ରେସନ୍।
ହକି ୱାର୍ଲଡ୍ ଲିଗ୍ କ୍ୱାର୍ଟର ଫାଇନାଲରେ ଟିମ ଇଣ୍ଡିଆ ବିଜୟ ପରେ, ଟ୍ୱିଟ୍ କରି ଭାରତୀୟ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ୍ ଯୋଗେ ଭାରତୀୟ ହକି ଟିମକୁ ଶୁଭେଚ୍ଛା ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।