ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶ୍ୱ ହକି ଲିଗ୍ ଫାଇନାଲ୍ ପାଇଁ ଭୁବନେଶ୍ୱରରେ ବିଭିନ୍ନ ଦଳ ପହଞ୍ଚି ସାରିଛନ୍ତି। ବିଶ୍ୱର ବଛା ବଛା ଦଳ ଏହି ପ୍ରତିଯୋଗିତାରେ ଭାଗ ନେଉଛନ୍ତି। ଇଂଲଣ୍ଡ ଦଳର ସମସ୍ତ ଖେଳାଳି, କୋଚ୍ ଏବଂ ମ୍ୟାନେଜମେଣ୍ଟ କର୍ମକର୍ତ୍ତା କିଛି ସମୟ ପୂର୍ବରୁ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବା ପରେ ସେଠାରୁ ହୋଟେଲ ଅଭିମୁଖେ ଯାଇଛନ୍ତି। ଇଂଲଣ୍ଡ ଟିମ୍ ପୂର୍ବରୁ ଆଜି ବେଲଜିୟମ୍ ଓ ଅଷ୍ଟ୍ରେଲିଆ ଟିମ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭାରତୀୟ ଦଳ ଗତ ୨୨ ତାରିଖରୁ ଆସିଥିବାବେଳେ ଏ ପର୍ଯ୍ୟନ୍ତ ମୋଟ ୪ଟି ଦଳ ଭୁବନେଶ୍ୱରରେ ପହଞ୍ଚିସାରିଲେଣି। ଆସନ୍ତାକାଲି ଆର୍ଜେଣ୍ଟିନା, ନେଦରଲ୍ୟାଣ୍ଡ୍ ଓ ଜର୍ମାନୀ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।