ବିର୍ସା ମୁଣ୍ଡା ହକି ଷ୍ଟାଡ଼ିୟମ ଉଦଘାଟିତ, ଭାରତୀୟ ଖେଳାଳିଙ୍କ ପାଇଁ ଏକ କୋଟି ଟଙ୍କାର ପୁରସ୍କାର ଘୋଷଣା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୩ତାରିଖରୁ ଓଡ଼ିଶାରେ ବିଶ୍ୱକପ୍ ହକି ମ୍ୟାଚ ଆରମ୍ଭ ହେବାକୁ ଯାଉଥିବାବେଳେ ଆଜି ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଆନ୍ତର୍ଜାତିକ ହକି ଷ୍ଟାଡ଼ିୟମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହାସହିତ ଯଦି ଭାରତ ବିଶ୍ୱକପ୍ ହକି ଜିତିବ ତା’ହେଲେ ପ୍ରତ୍ୟେକ ଭାରତୀୟ ହକି ଖେଳାଳିଙ୍କୁ ଏକ କୋଟି ଟଙ୍କା ଲେଖାଏଁ ପୁରସ୍କାର ରାଜ୍ୟ ସରକାର ଦେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ରାଉରକେଲା ଗସ୍ତରେ […]

Birsa Munda Hockey Stadium

Birsa Munda Hockey Stadium

Ordigital Desk
  • Published: Thursday, 05 January 2023
  • Updated: 05 January 2023, 08:44 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୩ତାରିଖରୁ ଓଡ଼ିଶାରେ ବିଶ୍ୱକପ୍ ହକି ମ୍ୟାଚ ଆରମ୍ଭ ହେବାକୁ ଯାଉଥିବାବେଳେ ଆଜି ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଆନ୍ତର୍ଜାତିକ ହକି ଷ୍ଟାଡ଼ିୟମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହାସହିତ ଯଦି ଭାରତ ବିଶ୍ୱକପ୍ ହକି ଜିତିବ ତା’ହେଲେ ପ୍ରତ୍ୟେକ ଭାରତୀୟ ହକି ଖେଳାଳିଙ୍କୁ ଏକ କୋଟି ଟଙ୍କା ଲେଖାଏଁ ପୁରସ୍କାର ରାଜ୍ୟ ସରକାର ଦେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ରାଉରକେଲା ଗସ୍ତରେ ଯାଇ ବିର୍ସା ମୁଣ୍ଡା ହକି ଷ୍ଟାଡ଼ିୟମକୁ ଉଦଘାଟନ କରିବା ସହ ବିଶ୍ୱ କ୍ରୀଡ଼ା ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ି ହୋଇଥିବା କହିଛନ୍ତି । ହକିକୁ ଭଲ ପାଉଥିବା ସମସ୍ତ ଖେଳାଳି, ସାଧାରଣ ଜନତା, ଓଡ଼ିଶାର ହକିପ୍ରେମୀ, ଦେଶର ହକି କ୍ରୀଡ଼ାବିତ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡ଼ିୟମକୁ ଉତ୍ସର୍ଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ହକି ବିଶ୍ୱକପ୍ ଭବ୍ୟ ଉତ୍ସବରେ ସାମିଲ ହେବାକୁ ସେ ସମସ୍ତଙ୍କୁ ନିମନ୍ତ୍ରଣ କରିଛନ୍ତି ।

୨୬୧ କୋଟି ଟଙ୍କା ବ୍ୟୟରେ ମାତ୍ର ୧୫ମାସ ମଧ୍ୟରେ ଏହି ଷ୍ଟାଡ଼ିୟମ ନିର୍ମାଣ ହୋଇଛି । ଏଠାରେ ହକି ଖେଳାଳି ଓ କର୍ମକର୍ତ୍ତା ରହିବା ନିମନ୍ତେ ମଧ୍ୟ ୨୨୫ଟି ରୁମ୍ ବିଶିଷ୍ଟ ଅତ୍ୟାଧୁନିକ ପଂଚତାରକା ହୋଟେଲ ସୁବିଧାଯୁକ୍ତ ବିଶ୍ୱକପ୍ ଭିଲେଜ ନିର୍ମାଣ ହୋଇଛି । ଏହାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦଘାଟନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହ ଏହି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡ଼ା ମନ୍ତ୍ରୀ, ହକି ଇଣ୍ଡିଆର ସଭାପତି ଦିଲ୍ଲୀପ ତିର୍କୀଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ଏହି ଅବସରରେ ସୁନ୍ଦରଗଡ଼ ମେଡିକାଲ କଲେଜ ଓ ହସ୍ପିଟାଲ ସମେତ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story