ପ୍ୟାରିସ ଅଲିମ୍ପିକ୍ସରେ ଦେଶ ପାଇଁ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଟିମ ଆଜି ଓଡ଼ିଶା ଆସିଛନ୍ତି। ହକି ଟିମ ପାଇଁ ଓଡ଼ିଶା ସରକାର ଭବ୍ୟ ସମ୍ବର୍ଦ୍ଧନା ସମାରୋହ ଆୟୋଜନ କରିଥିଲେ। ଭାରତୀୟ ହକି ଟିମ ପ୍ରଥମେ ଭୁବନେଶ୍ୱରେ ବିଶାଳ ରୋଡ ଶୋ’ ଜରିଆରେ ଏୟାରପୋର୍ଟରୁ କଳିଙ୍ଗ ଷ୍ଟାଡିୟମ ଯାଏ ଆସିଥିଲା।
କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ସ୍ୱତନ୍ତ୍ର ଭାବେ ସ୍ୱାଗତ କରିଥିଲେ। ସେମାନଙ୍କ ସହ ଫଟୋ ଉଠାଇଥିଲେ। ଏହି ସମୟରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ରହିଥିଲେ। ସନ୍ଧ୍ୟାରେ ହକି ଖେଳାଳିଙ୍କୁ ଲୋକସଭା ଭବନରେ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧନା କରିଛନ୍ତି। ହକି ଖେଳାଳିମାନଙ୍କୁ ସେ ପ୍ରଶଂସା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Sports
ଜୁନିୟର ହକି ଏସିଆ କପ୍: ପାକିସ୍ତାନକୁ ଧୂଳି ଚଟାଇ ୫ମ ଟାଇଟଲ୍ ଜିତିଲା ଭାରତ
ଭାରତ ପକ୍ଷରୁ ସର୍ବାଧିକ ୪ଟି ଗୋଲ୍ ଦେଇ କ୍ୟାରିୟରର ଶ୍ରେଷ୍ଠ ପାଳି ଖେଳିଲେ ଅରିଜିତ ସିଂହ।
Hockey
ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି: ଚାଇନାକୁ ହରାଇ ଭାରତ ପୁଣି ଚାମ୍ପିୟନ
ଆଜିର ଫାଇନାଲରେ ଭାରତ ପକ୍ଷରୁ ଏକମାତ୍ର ଗୋଲ ଦୀପିକା ସ୍କୋର କରିଛନ୍ତି
Hockey
ଏସିଆନ ଚାମ୍ପିୟନ୍ସ ଟ୍ରଫି: ଫାଇନାଲରେ ଭାରତ, ବୁଧବାର ଚାଇନାକୁ ଭେଟିବ
ଓଡ଼ିଶାର ସୁନେଲିତା ଟୋପ୍ପୋ ନିଜର ଜଲୱା ଦେଖାଇ ୫୬ତମ ମିନିଟରେ ଲାରେମସିଆମିଙ୍କୁ ବଲ ପାସ୍ କରିବାରୁ ସେ ଗୋଲ କରିବାକୁ ସକ୍ଷମ ହୋଇଛନ୍ତି। ଆସନ୍ତାକାଲି ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ମହିଳା ଦଳ ଫାନାଲରେ ଚାଇନାକୁ ଭେଟିବ।
Hockey
ଇତିହାସ ରଚିଲା ଓଡ଼ିଶା ପୁରୁଷ ହକି ଦଳ, ପ୍ରଥମ ଥର ପାଇଁ ଜିତିଲା ଜାତୀୟ ସିନିୟର ହକି ଚାମ୍ପିୟନଶିପ
ସେମି ଫାଇନାଲରେ ମଣିପୁରକୁ ୪-୨ ଗୋଲରେ ପରାସ୍ତ କରି ଓଡ଼ିଶା ଦଳ ଫାଇନାଲରେ ପ୍ରବେଶ କରିଥିଲା।
Hockey
ଦ୍ୱିତୀୟ ମ୍ୟାଚ୍ ଜିତିଲା ଭାରତ, କିନ୍ତୁ ଶୁଟ ଆଉଟରେ ଜର୍ମାନୀ ଠାରୁ ସିରିଜ ହାରିଲା
ସିରିଜର ଦ୍ୱିତୀୟ ମ୍ୟାଚ୍ରେ ଭାରତ ଜବରଦସ୍ତ ବିଜୟ ହାସଲ କରିଛି। କିନ୍ତୁ ହକି ଟେଷ୍ଟ ସିରିଜକୁ ଘରୋଇ ଟିମ ଶୁଟ ଆଉଟରେ ଜର୍ମାନୀ ଠାରୁ ହାରି ଯାଇଛି।