ନୂଆଦିଲ୍ଲୀ: ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍ର ଫାଇନାଲ୍ରେ ପହଞ୍ଚି ପାରିନି ଭାରତୀୟ ଟିମ୍। ଗତକାଲି ସେମି ଫାଇନାଲ୍ରେ ୱେଷ୍ଟଇଣ୍ଡିଜ୍ଠାରୁ ଦଳ ପରାସ୍ତ ହୋଇଥିଲା। ଏହା ସତ୍ତ୍ୱେ ଏହି ଟୁର୍ଣ୍ଣାମେଣ୍ଟରେ ଅଧିନାୟକ ଧୋନୀଙ୍କ ପ୍ରଦର୍ଶନକୁ ବେଶ୍ ତାରିଫ୍ କରିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଇଆନ୍ ଚାପେଲ୍।
ସେ କହିଛନ୍ତି,“ଟି-ଟ୍ୱେଣ୍ଟିରେ ଧୋନି ପୂରା ଫର୍ମରେ ଅଛନ୍ତି ବୋଲି ମୋର ମନେ ହେଉଛି। ମୋ କହିବାର ଅର୍ଥ ଉଭୟ ଖେଳାଳି ଓ ଅଧିନାୟକ ଭାବେ ସେ ଫର୍ମରେ ଅଛନ୍ତି। ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍ରେ ଅଧିନାୟକ ଭାବେ ତାଙ୍କର ପ୍ରଦର୍ଶନ ଖୁବ୍ ଭଲ ଥିଲା।”
ଗତକାଲି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମ୍ରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ସେମି ଫାଇନାଲ୍ ମ୍ୟାଚ୍ରେ ରବୀନ୍ଦ୍ର ଜାଦେଜାଙ୍କ ପ୍ରଦର୍ଶନକୁ ନେଇ ଇଆନ୍ ଅସନ୍ତୋଷ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଗତକାଲି ଜାଦେଜା ୪ ଓଭରରେ ୪୮ ରନ୍ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।