ଦୁବାଇ: ତୃତୀୟ ଅମ୍ପାୟରଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରିବା ଯୋଗୁଁ ଅଷ୍ଟ୍ରେଲିଆର ଦ୍ରୁତ ବୋଲର ହେଜେଲହୁଡ୍ଙ୍କର ୧୫ ପ୍ରତିଶତ ମ୍ୟାଚ ଫି କାଟି ଦେଇଛି ଆଇସିସି। ମଙ୍ଗଳବାର କ୍ରିଏଷ୍ଟଚର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଖେଳାଯାଉଥିବା ବେଳେ ସେ ଆଇସିସିର କୋଡ୍ ଅଫ୍ କଣ୍ଡକ୍ଟର ଲେଭେଲ-୧ ଭାଙ୍ଗିବାରୁ ଏହି ଦଣ୍ଡରେ ଦଣ୍ଡିତ କରଯାଇଛି। ଏହି ଖେଳାଳି ଜଣଙ୍କ ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସନ୍ତୋଷ ବ୍ୟକ୍ତ କରିବା ସହ ଆଇସିସିର କୋଡ୍ ଅଫ୍ କଣ୍ଡକ୍ଟ ଧାରା ୨.୧.୫କୁ ଭଙ୍ଗ କରିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।