ମୁମ୍ବାଇ: ୬ଷ୍ଠ ଆଇସିସି ବିଶ୍ୱକପ୍ ଟି-ଟ୍ବେଣ୍ଟି ୨୦୧୬ର ଖେଳସୂଚୀ ଘୋଷଣା ହୋଇଛି। ଗ୍ରୁପ୍ ବିରେ ଭାରତ ସହ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ, ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ସ୍ଥାନ ପାଇଛନ୍ତି। ଗ୍ରୁପ ଏରେ ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ ଓ ଇଂଲଣ୍ଡ ଅଛନ୍ତି। ମାର୍ଚ୍ଚ ୧୧ରୁ ଖେଳ ଆରମ୍ଭ ହେବ। ୧୫ରେ ଭାରତ ତା’ର ଅଭିଯାନ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ କରିବ। ମାର୍ଚ୍ଚ ୧୯ରେ ଧର୍ମଶାଳାରେ ଖେଳାଯିବ ଭାରତ- ପାକିସ୍ତାନ ହାଇ ଭୋଲଟେଜ୍ ମ୍ୟାଚ୍। କ୍ୱାଲିଫାଇଂ ରାଉଣ୍ଡରୁ ୨ଟି ଦଳ ୱେଷ୍ଟ ୧୦ରେ ସାମିଲ ହେବେ। ବାଂଲାଦେଶ ଓ ଜିମ୍ୱାୱେ ମଧ୍ୟ କ୍ୱାଲିଫାଏର ରାଉଣ୍ଡ ଖେଳିବେ। ଏପ୍ରିଲ ୩ରେ ଇଡେନ ଗାର୍ଡେନରେ ଫାଇନାଲ ମ୍ୟାଚ୍ ଖେଳାଯିବ। ପ୍ରଥମ ଥର ପାଇଁ ଭାରତ ଟି-ଟ୍ୱେଣ୍ଟି ବିଶ୍ୱକପ୍ ଆୟୋଜନ କରୁଛି। ଏହାକୁ ନେଇ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।