ଆଜି ଭାରତ-ଅଷ୍ଟ୍ରେଲିଆ ଶେଷ ଦିନିକିଆ

ମୁମ୍ବାଇ: ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଶେଷ ଦିନିକିଆ ଖେଳାଯିବ। ମହାରାଷ୍ଟ୍ରର ନାଗପୁର ବିଦର୍ଭ କ୍ରିକେଟ ଷ୍ଟାଡିୟମରେ ଏହି ମ୍ୟାଚ ଅନୁଷ୍ଠିତ ହେବ।  ଏହି ମ୍ୟାଚକୁ ଜିତି ଭାରତ ୪-୧ରେ ସିରିଜ ସାରିବା ପାଇଁ ଲକ୍ଷ୍ୟ ରଖିଛି। ଏହି ଅନ୍ୟପକ୍ଷରେ ମ୍ୟାଚ ଜିତି ୩-୨ରେ ସିରିଜକୁ ରଖିବା ପାଇଁ ଚେଷ୍ଟା କରିବ। ଅଷ୍ଟ୍ରେଲିଆ ଦିନିକିଆ ସିରିଜ ପରେ ଉଭୟ ଦେଶ ମଧ୍ୟରେ ୩ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳାଯିବ। ଚତୁର୍ଥ ଦିନିକିଆରେ ହାରିବା ସତ୍ତ୍ୱେ ଭାରତୀୟ  ଚୂଡାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରାଯିବ ନାହିଁ। ସେହିପରି ଅଷ୍ଟ୍ରେଲିଆ ଦଳରେ ମଧ୍ୟ ପରିବର୍ତ୍ତନ  ହେବା ସମ୍ଭାବନା ନାହିଁ।

ଆହୁରି ପଢ଼ନ୍ତୁ

ବରିଷ୍ଠ ଖେଳାଳିଙ୍କୁ ଜେରା ପରେ ୨୦୧୧ ବିଶ୍ୱକପ୍ ଫିକ୍ସିଂ ଅଭିଯୋଗର ତଦନ୍ତ ଉପରେ ରୋକ ଲଗାଇଲା ଶ୍ରୀଲଙ୍କା

୨୦୧୧ ବିଶ୍ୱକପ ଫିକ୍ସିଂ ହୋଇଥିଲା କି? ସାଙ୍ଗାକାରାଙ୍କୁ ୧୦ ଘଣ୍ଟା ଜେରା

କୋଚଙ୍କ ବେକରେ ଛୁରୀ ଲଗାଇ ଦେଇଥିଲେ ପାକ୍‌ର ଏହି ପୂର୍ବତନ ବ୍ୟାଟସମ୍ୟାନ!

ପରଲୋକରେ ମହାନ କ୍ରିକେଟର ଏଭେରଟନ ଓ୍ୱିକେସ

ଆଇସିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଶଶାଙ୍କ ମନୋହର

ରବି ଶାସ୍ତ୍ରୀଙ୍କୁ ପୂର୍ବତନ ପାକ୍‌ କ୍ରିକେଟରଙ୍କ ପ୍ରଶଂସା

କିଏ ହେବେ ଆଗାମୀ ଆଇସିସି ଅଧ୍ୟକ୍ଷ?

ଏସିଆ କପ୍ ୟୁଏଇ ଅବା ଶ୍ରୀଲଙ୍କାରେ ହେବ: ପିସିବି

ପୁଣି ୭ ପାକିସ୍ତାନ କ୍ରିକେଟରଙ୍କୁ କରୋନା, ସଂଖ୍ୟା ୧୦ ଛୁଇଁଲା

ଟେନିସ ତାରକା ଜୋକୋଭିଚ୍‌ଙ୍କୁ କରୋନା

୨୦୧୧ ବିଶ୍ୱକପ ଫାଇନାଲରେ ହୋଇଥିଲା କି ଫିକ୍ସିଂ? ତଦନ୍ତ ଆରମ୍ଭ କଲା ଶ୍ରୀଲଙ୍କା

‘ଟିମ୍ ଇଣ୍ଡିଆ କ୍ରିକେଟରେ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି ସୌରଭ ଗାଙ୍ଗୁଲି’