କୋଲକାତା: ବାଂଲାଦେଶ ବିପକ୍ଷରେ ୪୬ ରନର ଇନିଂସ୍ ବିଜୟ ସହ ଟିମ୍ ଇଣ୍ଡିଆ ନୂଆ ବିଶ୍ୱ କୀର୍ତ୍ତିମାନ କରିଛି। ଇନ୍ଦୋର ପରେ କୋଲକାତା ଟେଷ୍ଟରେ ମଧ୍ୟ ଭାରତ ମାତ୍ର ତିନି ଦିନ ଭିତରେ ବାଂଲାଦେଶକୁ ପରାସ୍ତ କରିଛି। ଏଥିସହ ଭାରତ ବିଶ୍ୱର ପ୍ରଥମ ଟିମ୍ ଭାବେ ଲଗାତାର ଚାରୋଟି ଇନିଂସ୍ ବିଜୟ ହାସଲ କରିଛି।
ବିରାଟ୍ କୋହଲିଙ୍କ ନେତୃତ୍ୱରେ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପୁଣେ (ଇନିଂସ୍ ଓ ୧୩୭ ରନ୍) ଓ ରାଞ୍ଚି (ଇନିଂସ୍ ଓ ୨୦୨ ରନ୍) ଟେଷ୍ଟରେ ଇନିଂସ୍ ବିଜୟ ହାସଲ କରିଥିବା ବେଳେ ବାଂଲାଦେଶ ବିପକ୍ଷ ଚଳିତ ସିରିଜର ଦୁଇଟି ଯାକ ମ୍ୟାଚରେ ମଧ୍ୟ ଇନିଂସ୍ ବିଜୟ ଲାଭ କରିଛି। ୧୪୨ ବର୍ଷର କ୍ରିକେଟ୍ ଇତିହାସରେ କୌଣସି ଦଳ ଏହି ରେକର୍ଡ କରିନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାସ୍ତାରେ ଖେଳୁଥିଲା ଛୋଟ ଛୁଆ, ଚଢ଼ିଗଲା କ୍ୟାବ୍
ରାସ୍ତାରେ ଖେଳୁଥିଲା ଛୋଟ ଛୁଆ । ଏହି ସମୟରେ ଘଟିଲା ଅଘଟଣ। ଦ୍ରୁତ ଗତିରେ ଆସୁଥିବା ଏକ କ୍ୟାବ୍ ପିଲାଟି ଉପରେ ଚଢ଼ିଗଲା।
National
ଆଉ ନାହାନ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା।
National
ବିଗିଡ଼ିଲା ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା, ଏମ୍ସରେ ହେଲେ ଭର୍ତ୍ତି
ଏବେ ସେଠାରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ପକ୍ଷରୁ କରାଯାଉଛି। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
National
ଦରମା ଥିଲା ୧୩ ହଜାର, କିନ୍ତୁ ଠକି ନେଲା ୨୧ କୋଟି: ଗର୍ଲଫ୍ରେଣ୍ଡକୁ ଦେଇଥିଲା 4BHK ଫ୍ଲାଟ
ପୁଲିସ୍ କହିଛି ଯେ ଏହି ଟଙ୍କାରେ ୧.୨ କୋଟି ବଳରେ ଗୋଟିଏ BMW, ୧.୩ କୋଟି ଟଙ୍କାରେ ଗୋଟିଏ ଏସ୍ୟୁଭି ଓ ୩୨ ଲକ୍ଷ ଟଙ୍କା ବଳରେ ଗୋଟିଏ BMW ବାଇକ କିଣା ଯାଇଥିଲା।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।