ନୂଆଦିଲ୍ଲୀ: ସଦ୍ୟ ଶେଷ ହୋଇଥିବା ଟ୍ରାକ୍ ଏସିଆ କପ୍ରେ ଭାରତ ୧୬ଟି ମେଡାଲ ଜିତି ଦ୍ୱିତୀୟ ସ୍ଥାନ ମଧ୍ୟ ଅଧିକାର କରିଛି। ମୋଟ ୧୨ଟି ଇଭେଣ୍ଟରେ ଭାରତ ୫ଟି ସ୍ୱର୍ଣ୍ଣ, ୪ଟି ରୌପ୍ୟ ଓ ୭ଟି କାଂସ୍ୟ ପଦକ ଜିତିଛି। ବ୍ୟକ୍ତିଗତ ଭାବେ ଭାରତର ମହିଳା ଦୌଡରେ ଦେବରାହ ହେରୋଲ୍ଡ ୩ଟି ସ୍ୱର୍ଣ୍ଣ ପଦକ ଜିତିଛନ୍ତି।
ହଂକଂ ହେଉଛି ପ୍ରଥମ ଦେଶ ଯିଏକି ଏହି ଟୁର୍ଣ୍ଣାମେଣ୍ଟରେ ସର୍ବାଧିକ ସ୍ୱର୍ଣ୍ଣ ମେଡାଲ ଜିତିଛି। ହଂକଂ ମୋଟ ୧୧ଟି ସ୍ୱର୍ଣ୍ଣ, ୫ଟି ରୌପ୍ୟ ଓ ୩ଟି କାଂସ୍ୟ ଜିତିଛି। ସେହିପରି ମାଲେସିଆ ଭାରତ ପଛକୁ ରହି ୩ଟି ସ୍ୱର୍ଣ୍ଣ, ୪ଟି ରୌପ୍ୟ ଓ ୨ଟି କାଂସ୍ୟ ପଦକ ଜିତିଛି।
ଏହି ଟୁର୍ଣ୍ଣାମେଣ୍ଟରେ କାଜାଖସ୍ତାନ ୨ଟି, ତାଇୱାନ ୨ଟି ଓ ଇରାନ୍ ଗୋଟିଏ ପଦକ ଜିତିଥିବା ବେଳେ ମାକାଉ, ନେପାଳ, ପାକିସ୍ତାନ ଓ ଶ୍ରୀଲଙ୍କା କୌଣସି ମେଡାଲ ଜିତିପାରି ନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅସୁସ୍ଥ ସିନ୍ଦେ ଏବେ ଗାଁରେ, ଆଜି ନେଇ ପାରନ୍ତି ବଡ଼ ନିଷ୍ପତ୍ତି
ଏକନାଥ ସିନ୍ଦେ ଅସୁସ୍ଥ ଅଛନ୍ତି। ତାଙ୍କୁ ଜ୍ୱର ଓ ଥଣ୍ଡା ହୋଇଛି। ଏହି କାରଣରୁ ସେ ନିଜ ପୈତୃକ ଗାଁକୁ ଯାଇଥିବା ଶିବସେନା ସ୍ପଷ୍ଟ କରିଛି।
National
ବସ୍ରେ ଡିବେଟ ଦେଖୁଥିଲେ ଯାତ୍ରୀ, ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ହେଲା ନୋଟିସ୍
ସରକାରୀ ବସ୍ରେ ଚାଲିଥିବା ଏକ ଡିବେଟ କାର୍ଯ୍ୟକ୍ରମରେ ଜଣେ ଯାତ୍ରୀ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଶୁଣୁଥିବା ବେଳେ ତାହାକୁ ନେଇ ଆରମ୍ଭ ହୋଇଛି ତମ୍ବିତୋଫାନ୍ । ଏନେଇ ଉଭୟ ବସ୍ ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ନୋଟିସ୍ ହୋଇଛି।
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।