ନୂଆଦିଲ୍ଲୀ: ଏସିଆନ୍ ଗେମ୍ସରେ ନୌଚାଳନାରେ ଭାରତ ସ୍ୱର୍ଣ୍ଣ ପଦକ ହସଲ୍ କରିଛି। ୪ ଜଣିଆ ପୁରୁଷ ଟିମ୍ ଇଭେଣ୍ଟରେ ଭାରତକୁ ଏହି ପଦକ ମିଳିଛି।
ସ୍ୱର୍ଣ୍ଣ ପଦକ ଜିତିଥିବା ଏହି ଟିମ୍ରେ ସାୱର୍ଣ୍ଣ ସିଂହ, ଦତ୍ତୁ ବାବନ ଭୋକ୍ନାଲ୍, ଓମ୍ ପ୍ରକାଶ ଓ ସୁଖ୍ମୀତ ସଂହ। ଏହି ପଦକକୁ ମିଶାଇ ଭାରତ ମୋଟ ୫ ଟି ସ୍ୱର୍ଣ୍ଣ ପଦକ ହାସଲ କରିଛି।
[caption id="attachment_267111" align="aligncenter" width="750"] photo credit- hindustantimes[/caption]
ଆଜି ନୌଚାଳନାରେ ଭାରତ ଦୁଇଟି ବ୍ରୋଞ୍ଜ ମଧ୍ୟ ଜିତିଛି। ପୁରୁଷ ଲାଇଟ୍ୱେଟ୍ ସିଙ୍ଗଲ୍ରେ ଦୁଷ୍ୟନ୍ତ ଚୌହାନ ଏବଂ ଡବଲ୍ସରେ ରୋହିତ କୁମାର ଓ ଭଗବାନ ସିଂହ ବ୍ରୋଞ୍ଜ୍ ପଦକ ହାସଲ କରିଛନ୍ତି।
ଆଜିର ଉଭୟ ସ୍ୱର୍ଣ୍ଣ ଓ ବ୍ରୋଞ୍ଜ୍ ପଦକୁ ମିଶାଇ ଭାରତ ଏଯାବତ ମୋଟ ୨୧ଟି ପଦକ ଜିତିଛି। ଏଥିରେ ୫ଟି ସ୍ୱର୍ଣ୍ଣ ପଦକ ରହିଥିବା ବେଳେ ୪ଟି ରୌପ୍ୟ ଓ ୧୨ଟି ବ୍ରୋଞ୍ଜ ପଦକ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଳ୍ପକେ ବର୍ତ୍ତିଲେ ଶିଶୁ, ହେଲିକପ୍ଚର ରାଇଡ୍ ଚାଲିଥିବା ସମୟରେ ଖୋଲିଗଲା ଡୋର୍
ମେଳାରେ ଛୋଟ ପିଲାଙ୍କ ପାଇଁ ଉର୍ଦ୍ଧିଷ୍ଟ ଥିବା ହେଲିକପ୍ଚର ରାଇଡ ଚାଲିଥିବା ସମୟରେ ଖୋଲିଗଲା ଡୋର୍।
National
ନିର୍ବାଚନ ପୂର୍ବରୁ ଫାଟ, 'ଇଣ୍ଡି ବ୍ଲକ୍'ରୁ କଂଗ୍ରେସକୁ ଆଉଟ୍ କରିବାକୁ ଚାହୁଁଛି ଆପ୍
ଦିଲ୍ଲୀ ନିର୍ବଚନ ପୂର୍ବରୁ ଆମ୍ ଆଦମୀ ପାର୍ଟି ଇଣ୍ଡିଆ ମେଣ୍ଟରୁ କଂଗ୍ରେସକୁ ବାହାର କରିବାକୁ ଚାହୁଁଛି। ଏଥିପାଇଁ ସେ ଅନ୍ୟ ଦଳ ସହ କଥା ହେବ।
National
୨୦୨୩-୨୪ ବର୍ଷରେ ବି ବିଜେପି ମାଲେମାଲ, ପାଇଛି ୨,୨୪୪ କୋଟି ଚାନ୍ଦା
୨୦୨୩-୨୪ ବର୍ଷରେ ବିଜେପି ସର୍ବାଧିକ ୨,୨୪୪ କୋଟି ଟଙ୍କା ପାଇଥିବାବେଳେ ପୂର୍ବତନ ତେଲେଙ୍ଗାନା ସିଏମ ଚନ୍ଦ୍ରଶେଖର ରାଓଙ୍କ ଦଳ ବିଆରଏସ ଦ୍ୱିତୀୟ ସ୍ଥାନରେ ରହିଛି।
National
ମଝି ସମୁଦ୍ରରେ ବୁଡ଼ିଲା ଯାତ୍ରୀବାହୀ ଡ଼ଙ୍ଗା, ଜଣେ ମୃତ, ୨୦ ଉଦ୍ଧାର
ଦୁର୍ଘଟଣାରେ ଜଣେ ୫୪ ବର୍ଷୀୟ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୦ ଜଣଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।