ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଦିନିକିଆକୁ କବ୍ଜା କରିନେଇଛି ଭାରତ। ଚେନ୍ନାଇଠାରେ ଖେଳାଯାଇଥିବା ଚଳିତ ସିରିଜର ପ୍ରଥମ ମ୍ୟାଚରେ ଅଷ୍ଟ୍ରିଲିଆକୁ ୨୬ ରନରେ ହରାଇ ବାଜି ମାରିନେଇଛି ଭାରତ। ବର୍ଷା ଯୋଗୁଁ ଦ୍ୱିତୀୟ ଇଂନିସ ବିଳମ୍ବରେ ଆରମ୍ଭ ହୋଇଥିଲା। ଫଳରେ ଡିଏଲ୍ଏସ୍ ନିୟମ ଅନୁସାରେ ଅଷ୍ଟ୍ରେଲିଆ ପାଇଁ ୨୧ ଓଭରରେ ୧୬୪ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ସହଜ ଲାଗୁଥିବା ଏହି ବିଜୟ ଲକ୍ଷ୍ୟକୁ କିନ୍ତୁ ଅଷ୍ଟ୍ରେଲିଆ ହାସଲ କରିପାରିଲାନାହିଁ। ଅଷ୍ଟ୍ରେଲିଆର ମାତ୍ର ୧୩୭ ରନ କରିବାରେ ସକ୍ଷମ ହୋଇଥିଲା। ପୂର୍ବରୁ ଭାରତ ପ୍ରଥମ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ୍ ହରାଇ ୨୮୧ ରନ୍ କରିଥିଲା। ଦଳର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ପାଣ୍ଡ୍ୟା ଓ ଧୋନୀଙ୍କ ଆକର୍ଷଣୀୟ ବ୍ୟାଟିଂ ଫଳରେ ଟିମ୍ ଇଣ୍ଡିଆର ସ୍କୋର ୨୮୧ ରନ୍ରେ ପହଞ୍ଚିପାରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।