ନ୍ୟୁଜିଲାଣ୍ଡକୁ ୬ ରନରେ ହରାଇ ସିରିଜ କବ୍‌ଜା କଲା ଭାରତ

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଟି-ଟ୍ୱେଣ୍ଟି ସିରିଜକୁ କବ୍‌ଜା କରିଛି ଭାରତ। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶେଷ ହୋଇଥିବା ୩ଟି ଟିକିଆ ଟି-ଟ୍ୱେଣ୍ଟି ସିରିଜକୁ ଭାରତ ୨-୧ରେ ଜିତିନେଇଛି। ବର୍ଷା ଯୋଗୁଁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶେଷ ଟି-ଟ୍ୱେଣ୍ଟି ମ୍ୟାଚ୍‌ ବିଳମ୍ବରେ ଆରମ୍ଭ ହୋଇଥିଲା। ଥିରୁଅନନ୍ତପୁରମର ଗ୍ରୀନଫିଲ୍ଡ୍ ଠାରେ ଖେଳାଯାଇଥିବା ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌କୁ ଭାରତ ୬ ରନରେ ଜିତିନେଇଛି। ଆଜିର ମ୍ୟାଚରେ ବର୍ଷା ବାଧକ ସାଜିଥିଲା। ବର୍ଷା […]

Team-India

Team-India

Rakesh Mallick
  • Published: Tuesday, 07 November 2017
  • Updated: 07 November 2017, 11:06 PM IST

Sports

Latest News

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଟି-ଟ୍ୱେଣ୍ଟି ସିରିଜକୁ କବ୍‌ଜା କରିଛି ଭାରତ। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶେଷ ହୋଇଥିବା ୩ଟି ଟିକିଆ ଟି-ଟ୍ୱେଣ୍ଟି ସିରିଜକୁ ଭାରତ ୨-୧ରେ ଜିତିନେଇଛି। ବର୍ଷା ଯୋଗୁଁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶେଷ ଟି-ଟ୍ୱେଣ୍ଟି ମ୍ୟାଚ୍‌ ବିଳମ୍ବରେ ଆରମ୍ଭ ହୋଇଥିଲା। ଥିରୁଅନନ୍ତପୁରମର ଗ୍ରୀନଫିଲ୍ଡ୍ ଠାରେ ଖେଳାଯାଇଥିବା ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌କୁ ଭାରତ ୬ ରନରେ ଜିତିନେଇଛି। ଆଜିର ମ୍ୟାଚରେ ବର୍ଷା ବାଧକ ସାଜିଥିଲା। ବର୍ଷା ଯୋଗୁଁ ମ୍ୟାଚ୍‌ ବିଳମ୍ବରେ ଆରମ୍ଭ ହୋଇଥିଲା। ଡିଏଲ୍‌ ନିୟମ ଅନୁସାରେ ମ୍ୟାଚ୍‌ର ଓଭର ସଂଖ୍ୟା କମାଇଦିଆଯାଇଥିଲା। ପ୍ରତ୍ୟେକ ଦଳ ୮ ଓଭର ଲେଖାଁଏ ମ୍ୟାଚ୍‌ ଖେଳିବାକୁ ଧାର୍ଯ୍ୟ କରାଯାଇଥିଲା। ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୮ ଓଭରରେ ୫ ୱିକେଟ୍ ହରାଇ ୬୭ ରନ୍‌ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୬ ୱିକେଟ୍‌ ହରାଇ ୬୧ ରନ କରିପାରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story