ନୂଆଦିଲ୍ଲୀ: ୨୦୨୨ ଟି-ଟ୍ୱେଣ୍ଟି ବିଶ୍ୱକପ୍ରେ ଭାରତ-ପାକିସ୍ତାନ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି । ପୁଣି ପାକିସ୍ତାନ ବିପକ୍ଷ ମ୍ୟାଚରୁ ଆରମ୍ଭ ହେବ ଭାରତର ବିଶ୍ୱକପ୍ ଅଭିଯାନ। ଅକ୍ଟୋବର ୨୩ରେ ଭାରତ- ପାକିସ୍ତାନ ଟି-୨୦ ମୁକାବିଲା ହେବ ।
ଭାରତ, ପାକିସ୍ତାନ ସହ ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ଗୋଟିଏ ଗ୍ରୁପରେ ସ୍ଥାନ ପାଇଛନ୍ତି । ଅଷ୍ଟ୍ରେଲିଆରେ ହେବାକୁ ଥିବା ଏହି ବିଶ୍ୱକପ୍ ୧୬ ଅକ୍ଟୋବରରୁ ୧୩ ନଭେମ୍ବର ପର୍ଯ୍ୟନ୍ତ ଚାଲିବ ।
ଚଳିତବର୍ଷ ୧୬ଟି ଟିମ୍ ଭାଗ ନେବେ । ବର୍ତ୍ତମାନ ସୁଦ୍ଧା ୧୨ଟି ଟିମ୍ ଚୂଡାନ୍ତ ହୋଇଥିବା ବେଳେ ଆଉ ୪ଟି ଟିମ୍ ଯୋଗ୍ୟତା ପର୍ଯ୍ୟାୟରୁ ଉନ୍ନୀତ ହେବେ । ଗ୍ରୁପ୍ ୧ରେ ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ଅଷ୍ଟ୍ରେଲିଆ ଓ ଆଫଗାନିସ୍ତାନ ସ୍ଥାନ ପାଇଛନ୍ତି । ଗ୍ରୁପ୍ ୨ରେ ଭାରତ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶ ଟିମ୍ ରହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।
Crime
ପ୍ରେମିକାକୁ ମାରି ୫୦ ଖଣ୍ଡ କଲା ପ୍ରେମିକ
ପ୍ରେମିକା ସହ ଲିଭ୍-ଇନରେ ରହି ଝାଡ଼ଖଣ୍ଡରେ ଅନ୍ୟ ମହିଳାଙ୍କୁ ଲୁଚି ଲୁଚି କରିଥିଲା ବିବାହ। ଧରାପଡ଼ିଯିବା ଭୟରେ ପ୍ରେମିକାକୁ ହତ୍ୟା କରି ୫୦ ଖଣ୍ଡ କରିଦେଲା ନରହନ୍ତା ପ୍ରେମିକ।