ବିଶାଖାପାଟଣା: ଆସନ୍ତାକାଲି ବିଶାଖାପାଟଣାରେ ଖେଳା ଯିବା ଭାରତ-ଶ୍ରୀଲଙ୍କା ତିନିଟି ମ୍ୟାଚ୍ ବିଶିଷ୍ଟ ଟି-ଟ୍ୱେଣ୍ଟି ସିରିଜ୍ର ଅନ୍ତିମ ମ୍ୟାଚ୍। ଏହି ମ୍ୟାଚ୍କୁ ଭୟ ଦଳ ଜିତିବା ପାଇଁ ଉଦ୍ୟମ କରିବେ। କାରଣ ବର୍ତ୍ତମାନ ସୁଦ୍ଧା ସିରିଜ୍ରେ ଉଭୟ ଦଳ ସମାନ ସ୍ଥିତିରେ ଅଛନ୍ତି। ପ୍ରଥମ ମ୍ୟାଚ୍ ଶ୍ରୀଲଙ୍କା ଜିତି ଥିବା ବେଳେ ଗତକାଲି ରାଞ୍ଚିରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍ରେ ବାଜି ମାରି ଥିଲା ଭାରତ। ତେଣୁ ଉଭୟ ୧-୧ରେ ଅଛନ୍ତି। ଆସନ୍ତାକାଲି ଯିଏ ଜିତିବ ସେ ସିରିଜ୍ ହାତେଇବ।
ସିରିଜ୍ର ପ୍ରଥମ ମ୍ୟାଚ୍ ପୁନେରେ ଖେଳା ଯାଇଥିଲା। ସେହି ପିଚ୍ରେ ଭାରତୀୟ ଦଳକୁ ସଂଘର୍ଷ କରିବାକୁ ପଡ଼ିଥିଲା। ଦଳର ବ୍ୟାଟିଂ ଲାଇନ୍ ଶ୍ରୀଲଙ୍କା ବୋଲରଙ୍କ ସମ୍ମୁଖରେ ଏକପ୍ରକାର ହାତ ଟେକି ଦେଇଥିଲା। ଏହି ମ୍ୟାଚ୍ରେ ଲଜ୍ଜାଜନକ ପରାଜୟ ବରଣ କରିଥିବା ଭାରତୀୟ ଦଳର ବ୍ୟାଟ୍ସମ୍ୟାନ୍ମାନେ କିନ୍ତୁ ଗତକାଲି ରାଞ୍ଚିରେ ବଢ଼ିଆ ଖେଳିଥିଲେ।
ଆସନ୍ତାକାଲି ସନ୍ଧ୍ୟା ସାଢ଼େ ସାତଟାରେ ମ୍ୟାଚ୍ ଆରମ୍ଭ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।