ବାରବାଟୀ ଲଢ଼େଇ, ଟସ୍ ଜିତିଲା ଭାରତ

କଟକ: ଆଜି ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ ନିର୍ଣ୍ଣାୟକ ମୁକାବିଲା ରହିଛି। ଟସ୍ ଜିତି ଭାରତ ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଦୀପକ ଚହରଙ୍କ ସ୍ଥାନରେ ନବଦୀପ ସୈନିଙ୍କୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ ୱେଷ୍ଟଇଣ୍ଡିଜ୍‌ର ଚୂଡ଼ାନ୍ତ ଏକାଦଶ ଅପରିବର୍ତ୍ତିତ ରହିଛି।  ତିନିମ୍ୟାଚ୍ ବିଶିଷ୍ଟ ଏହି ଦିନିକିଆ ସିରିଜ୍ ୧-୧ରେ ବରାବର ଥିବାରୁ ଆଜିର ମ୍ୟାଚ୍ ଉଭୟ ଦଳ ପାଇଁ ‘କର ବା ମର’ ସ୍ଥିତି ସୃଷ୍ଟି କରିଛି। ଭାରତ ଏହି […]

team-india

team-india

Subhransu Sekhar
  • Published: Sunday, 22 December 2019
  • Updated: 22 December 2019, 01:18 PM IST

Sports

Latest News

କଟକ: ଆଜି ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ ନିର୍ଣ୍ଣାୟକ ମୁକାବିଲା ରହିଛି। ଟସ୍ ଜିତି ଭାରତ ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଦୀପକ ଚହରଙ୍କ ସ୍ଥାନରେ ନବଦୀପ ସୈନିଙ୍କୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ ୱେଷ୍ଟଇଣ୍ଡିଜ୍‌ର ଚୂଡ଼ାନ୍ତ ଏକାଦଶ ଅପରିବର୍ତ୍ତିତ ରହିଛି। 
ତିନିମ୍ୟାଚ୍ ବିଶିଷ୍ଟ ଏହି ଦିନିକିଆ ସିରିଜ୍ ୧-୧ରେ ବରାବର ଥିବାରୁ ଆଜିର ମ୍ୟାଚ୍ ଉଭୟ ଦଳ ପାଇଁ ‘କର ବା ମର’ ସ୍ଥିତି ସୃଷ୍ଟି କରିଛି। ଭାରତ ଏହି ମ୍ୟାଚ୍ ଜିତି କ୍ରମାଗତ ଦଶମ ଦ୍ୱିପାକ୍ଷିକ ସିରିଜ୍ ହାତେଇବାକୁ ଲକ୍ଷ୍ୟ ରଖିଛି। ଅନ୍ୟପଟେ ୱେଷ୍ଟଇଣ୍ଡିଜ୍ ମଧ୍ୟ ଚେନ୍ନାଇ ଭଳି ବାରବାଟୀ ଦିନିକିଆ ଜିତି ଭାରତକୁ ଚକମା ଦେବାକୁ ଟାର୍ଗେଟ୍ ରଖିଛି। ୱେଷ୍ଟଇଣ୍ଡିଜ୍ ଚେନ୍ନାଇରେ ଚମକପ୍ରଦ ବିଜୟ ହାସଲ କରିଥିବା ବେଳେ ଭାରତ ବିଶାଖାପାଟଣାରେ ବଡ଼ ବିଜୟ ସହ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଥିଲା। ଦ୍ୱିତୀୟ ମ୍ୟାଚରେ ରୋହିତ୍ ଶର୍ମା ଓ ଲୋକେଶ ରାହୁଲଙ୍କ ଶତକ ବଳରେ ଭାରତ ୩୮୭ ରନର ବିଶାଳ ସ୍କୋର ଛିଡ଼ା କରିଥିଲା। ଏହା ପରେ କୁଲଦୀପ ଯାଦବଙ୍କ ହ୍ୟାଟ୍ରିକ୍ ସଫଳତା ବଳରେ ଭାରତ ଇଣ୍ଡିଜ୍ ଟିମକୁ ୨୮୦ ରନରେ ସୀମିତ ରଖିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story