Advertisment

ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ

ପ୍ୟାରିସ୍‌ ଅଲିମ୍ପିକ୍ସରେ ବ୍ରୋଞ୍ଜ୍‌ ପଦକ ଜିତି ଭୁବନେଶ୍ୱର ଫେରିଲେ ହକି ତାରକା ଅମିତ ରୋହିଦାସ ।

author-image
Manoj Swain

ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ହକି ବ୍ରୋଞ୍ଜ ପଦକ ବିଜେତା ଓଡ଼ିଆ ପୁଅ ଅମିତ ରୋହିଦାସ । ଦିଲ୍ଲୀରୁ ଫେରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହକି ତାରକା ଅମିତ ରୋହିଦାସ । ଏହି ଅବସରରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। 

Advertisment
Odisha Hockey Paris Olympics 2024 Amit Rohidas