‘ଭୁଲ ନଥିଲା, ମୋତେ ରେଡ କାର୍ଡ ମିଳିଲା’ || Olympics Bronze medalist Odia Player Amit Rohidas || OR
Advertisment
ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ହକି ବ୍ରୋଞ୍ଜ ପଦକ ବିଜେତା ଓଡ଼ିଆ ପୁଅ ଅମିତ ରୋହିଦାସ । ଦିଲ୍ଲୀରୁ ଫେରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ହକି ତାରକା ଅମିତ ରୋହିଦାସ । ଏହି ଅବସରରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us