ଆଜି ଶକ୍ତିଶାଳୀ କେନିଆକୁ ଭେଟିବ ଭାରତ: ସମସ୍ତଙ୍କର ନଜର ଛେତ୍ରୀଙ୍କ ଉପରେ

ଆଜି ଭାରତୀୟ ଫୁଟବଲ ଟିମ୍ କେନିଆକୁ ଭେଟିବ। ମୁମ୍ବାଇରେ ହେବାକୁ ଥିବା ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି। କିନ୍ତୁ ଶକ୍ତିଶାଳୀ କେନିଆକୁ ହରାଇବା ଭାରତୀୟ ଦଳ ପାଇଁ ଏତେ ସହଜ ହେବ ନାହିଁ। ଭାରତ ଉଦଘାଟନୀ ମ୍ୟାଚରେ ଚାଇନିଜ ତାଇପେଇକୁ ୫-୦ଗୋଲରେ ପରାସ୍ତ କରିଛି। ଅନ୍ୟପକ୍ଷରେ କେନିଆ ୨-୧ଗୋଲରେ ନ୍ୟୁଜିଲାଣ୍ଡକୁ ହରାଇଛି। ଆଜିର ମ୍ୟାଚ୍‌ରେ ଷ୍ଟାର୍‌ ଖେଳାଳି ସୁନିଲ ଛେତ୍ରୀ ତାଙ୍କର ୧୦୦ ତମ ମ୍ୟାଚ୍‌ ଖେଳିବାକୁ ଯାଉଛନ୍ତି। ଚାଇନିଜ […]

india_play_kenya_on_june_4_1528010163_725x725

Rakesh Mallick
  • Published: Monday, 04 June 2018
  • , Updated: 04 June 2018, 01:36 AM IST

ଆଜି ଭାରତୀୟ ଫୁଟବଲ ଟିମ୍ କେନିଆକୁ ଭେଟିବ। ମୁମ୍ବାଇରେ ହେବାକୁ ଥିବା ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି। କିନ୍ତୁ ଶକ୍ତିଶାଳୀ କେନିଆକୁ ହରାଇବା ଭାରତୀୟ ଦଳ ପାଇଁ ଏତେ ସହଜ ହେବ ନାହିଁ। ଭାରତ ଉଦଘାଟନୀ ମ୍ୟାଚରେ ଚାଇନିଜ ତାଇପେଇକୁ ୫-୦ଗୋଲରେ ପରାସ୍ତ କରିଛି। ଅନ୍ୟପକ୍ଷରେ କେନିଆ ୨-୧ଗୋଲରେ ନ୍ୟୁଜିଲାଣ୍ଡକୁ ହରାଇଛି।

ଆଜିର ମ୍ୟାଚ୍‌ରେ ଷ୍ଟାର୍‌ ଖେଳାଳି ସୁନିଲ ଛେତ୍ରୀ ତାଙ୍କର ୧୦୦ ତମ ମ୍ୟାଚ୍‌ ଖେଳିବାକୁ ଯାଉଛନ୍ତି। ଚାଇନିଜ ତାଇପେଇ ବିପକ୍ଷରେ ଆକର୍ଷଣୀୟ ପ୍ରଦର୍ଶନ କରିଥିଲେ ଛେତ୍ରୀ। ଆଜିର ମ୍ୟାଚ୍‌ ପାଇଁ ଷ୍ଟାଡିୟମରେ ଉପସ୍ଥିତ ରହି ଭାରତୀୟ ଟିମକୁ ସମର୍ଥନ କରିବାକୁ ଭାରତୀୟ କ୍ରିକେଟ ଟିମର ଅଧିନାୟକ ଫ୍ୟାନ ମାନଙ୍କୁ ଅପିଲ କରିଛନ୍ତି।

Related story