ରବିବାର ଆଇପିଏଲ କାର୍ଯ୍ୟସୂଚୀ ପ୍ରକାଶ ପାଇବ

ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗର 13 ତମ ସିଜନ୍ ଆଉ ଦୁଇ ସପ୍ତାହ ପରେ ଆରମ୍ଭ ହେବ। ତେବେ ମ୍ୟାଚ ସୂଚୀ ନେଇ ସୂଚନା ଦେଇଛନ୍ତି ଆଇପିଏଲ ଅଧ୍ୟକ୍ଷ ବ୍ରିଜେଶ ପଟେଲ। ସେପ୍ଟେମ୍ବର 4 ରେ ଏହି ସୂଚୀ ପ୍ରକାଶ ପାଇବ ବୋଲି ଚର୍ଚ୍ଚା ହେଉଥିଲା କିନ୍ତୁ ଏବେ ଏହା ରବିବାର ଅର୍ଥାତ୍ ସେପ୍ଟେମ୍ବର 6ରେ ପ୍ରକାଶ ପାଇବ ବୋଲି ବ୍ରିଜେଶ ସୂଚନା ଦେଇଛନ୍ତି।

ବ୍ରିଜେଶ ପଟେଲ କହିଛନ୍ତି ଯେ ୟୁଏଇରେ ସେପ୍ଟେମ୍ବର 19 ରୁ ଆରମ୍ଭ ହେବ ଆଇପିଏଲ୍। କାର୍ଯ୍ୟସୂଚୀ ରବିବାର ପ୍ରକାଶ ପାଇବ। ଏହାପୂର୍ବରୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏକ ନ୍ୟୁଜ ଚ୍ୟାନେଲକୁ ସାକ୍ଷାତକାର ଦେବା ଅବସରରେ କହିଥିଲେ କାର୍ଯ୍ୟସୂଚୀ 4 ସେପ୍ଟେମ୍ବରରେ ପ୍ରକାଶ ପାଇବ। ହେଲେ ଶନିବାର ଅପରାହ୍ନ ପର୍ଯ୍ୟନ୍ତ କାର୍ଯ୍ୟସୂଚୀ ପ୍ରକାଶ ନପାଇବା ପରେ ବିଳମ୍ୱ ହୋଇପାରେ ବୋଲି ଚର୍ଚ୍ଚା ହେଉଥିଲା।

ଆହୁରି ପଢ଼ନ୍ତୁ

ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କ ୧୨୭ କୋଟି ଟଙ୍କା ମୂଲ୍ୟର ଫ୍ଲାଟ ସିଜ୍‌

‘ମୋଦି ବି ମୋ ପୁଅ’ ବୋଲି କହିଲେ ଶାହୀନ ବାଗ ଦାଦି

ବଡ଼ ଧରଣର ଭୂକମ୍ପରେ ଥରିଲା ଲଦାଖ

ହାତରେ ମଣିଷର ଖପୁରୀ ଓ ବେକରେ ଶିକୁଳି ବାନ୍ଧି ଚାଷୀ ବିଲ୍‌କୁ କୃଷକଙ୍କ ବିରୋଧ

କ୍ଷମା ମାଗିଲେ କିମ୍ ଜଙ୍ଗ ଉନ

କରୋନା ଭୟରେ ବ୍ୟକ୍ତି ଏଭଳି ନେଲେ ଷ୍ଟିମ୍, ଲୋକେ କହିଲେ ‘ନୋବେଲ୍ ପୁରସ୍କାର ମିଳୁ’

ଗାଭାସ୍କରଙ୍କ ଟିପ୍ପଣୀ ’ଅରୁଚିକର’: ଅନୁଷ୍କା

ଅଭିନେତ୍ରୀ ରକୁଲ ପ୍ରୀତ ସିଂହଙ୍କୁ ୪ ଘଣ୍ଟା ଘାଣ୍ଟିଲା ଏନସିବି, ରିୟାଙ୍କ ସମ୍ପର୍କରେ ରଖିଲେ ବଡ଼ ବୟାନ

୨୦ ହଜାର କୋଟି ଟଙ୍କାର ମାମଲା ଜିତିଲା ଭୋଡାଫୋନ, ହାରିଗଲେ ସରକାର

ଏଥିପାଇଁ ବନ୍ଦ ହେବାକୁ ଯାଉଛି ‘ୟେ ରିସ୍ତେ ପ୍ୟାର୍ କେ’

ମହାମାରୀ ସମୟରେ ନିର୍ବାଚନ: କ’ଣ ରହିଛି ସବୁ ନୂଆ ନିୟମ ପଢ଼ନ୍ତୁ

ସର୍ଭେ କହିଲା-ଖୁସି ନୁହନ୍ତି ଓଡ଼ିଶାବାସୀ, ଦେଶରେ ସବୁଠୁ ପଛୁଆ